ଲବଙ୍ଗରେ ରହିଛି ବହୁ ଔଷଧୀୟ ଗୁଣ

ସାଧାରଣତଃ ଲୋକେ ଲବଙ୍ଗକୁ ମସଲା ରୂପେ ବ୍ୟବହାର କରିଥନ୍ତି। ଲବଙ୍ଗ ଖାଲି ଖାଦ୍ୟର ସ୍ବାଦ ବଢ଼ାଇ  ଥାଏ। ଲବଙ୍ଗର ବହୁ ଉପକାରୀ ତଥା ଔଷଧୀୟ ଗୁଣ  ରହିଛି। ଯାହା ଶରୀର ପାଇଁ ଲାଭଦାୟକ।

୧. ଏକ କପ୍‌ ପାଣିରେ ୪-୫ଟି ଲବଙ୍ଗ ଓ ସେଥିରେ ଚିନି ମିଶାଇ ସକାଳେ ଏବଂ ସନ୍ଧ୍ୟାରେ ପିଇଲେ ମୁଣ୍ଡବିନ୍ଧା ଦୂର ହୋଇଥାଏ।

୨. ନାଲି ଚା’ରେ ଲବଙ୍ଗ  ପିଇବା ଦ୍ୱାରା ଜ୍ୱର, ଥଣ୍ଡା ଶୀଘ୍ର ଭଲ ହୋଇଥାଏ।

୩. କିଛି ଲବଙ୍ଗ ସହିତ ଗୋଟେ  ରସୁଣ ନେଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ପାଣି ବା ମହୁ ସହ ସେବନ କଲେ ଥଣ୍ଡା, କାଶ ଓ କଫରୁ ମୁକ୍ତି ମିଳିଥାଏ।

୪. ଚାମୁଚେ ଲବଙ୍ଗ ପାଉଡର ନେଇ ସେଥିରେ ୫-୬ ବୁନ୍ଦା ମହୁ ମିଶାଇ ସେବନ କଲେ ବାନ୍ତି ଭଲ ହୋଇଥାଏ।

୫. ଦାନ୍ତ ବିନ୍ଧୁଥିଲେ କଳରେ ଲବଙ୍ଗ ଜାକିଲେ ଆରାମ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri