ଲଭ୍‌ ଲାଇଭକୁ ନେଇ ମୁହଁ ଖୋଲିଲେ ତମନ୍ନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତମନ୍ନା ଭାଟିଆ କିଛିଦିନ ହେବ ତାଙ୍କ ଲଭ ଲାଇଭ ନେଇ ଚର୍ଚ୍ଚାରେ ରହୁଥିଲେ। ଅଭିନେତ୍ରୀଙ୍କୁ ବିଜୟ ବର୍ମାଙ୍କ ସହ ଅନେକଥର ଦେଖିବାକୁ ମିଳିଛି। ଗୋଆରେ ହୋଇଥିବା ନବବର୍ଷ ଉତ୍ସବରେ ଏମାନେ ଏକାଠି ନଜର ଆସିଥିଲେ। ସେ ସମୟରେ ପରସ୍ପରକୁ ଆଲିଙ୍ଗନ ସହ କିସ୍‌ର ଭିଡିଓ ଭାଇରାଲ ହୋଇଥିଲା। ଏହାପରେ ମଧ୍ୟ ଦୁହିଁଙ୍କୁ ଡିନର ଡେଟ୍‌ ଓ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଏହି ତମନ୍ନା ତାଙ୍କ ଲଭ ଲାଇଭ୍‌ ବାବଦରେ ମିଡିଆ ଆଗରେ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି। ନେଟଫ୍ଲିକ୍ସର ଫିଲ୍ମ ‘ଲଷ୍ଟ ଷ୍ଟୋରି ୨’ରେ ତମନ୍ନା ଏବଂ ବିଜୟ ନିକଟତର ହୋଇଥିଲେ। ଏକ ସାକ୍ଷାତକାରରେ ତମନ୍ନା କହିଛନ୍ତି, ‘ଜଣେ ବ୍ୟକ୍ତି ଅଛନ୍ତି, ଯାହା ବିଷୟରେ ମୁଁ ବହୁତ ଚିନ୍ତା କରେ ା କାରଣ ସେ ମୋର ହାପି ପ୍ଲେସ୍‌। ସେ ଜଣେ ଏପରି ବ୍ୟକ୍ତି ଯିଏ ମତେ ସମ୍ପୂର୍ଣ୍ଣ ଭାବେ ବୁଝିଛନ୍ତି। ତେବେ ତମନ୍ନା ୨୦୦୫ରେ ତାଙ୍କ ବଲିଉଡ୍‌ର କ୍ୟାରିୟର ହିନ୍ଦୀ ଫିଲ୍ମରୁ ଆରମ୍ଭ କରିଥିଲେ। ପରେ ସେ ଅନେକ ତାମିଲ, ତେଲୁଗୁରେ ଅଭିନୟ କରିଛନ୍ତି। ଶେଷଥର ପାଇଁ ତାଙ୍କୁ ଏକ ତେଲୁଗୁ ଫିଲ୍ମରେ ଦେଖିବାକୁ ମିଳିଥିଲା। ଏବେ ତାଙ୍କ ହାତରେ ଅନେକ ମୁଭି ରହିଛି। ସେଥିରୁ ଗୋଟିଏ ଚଳଚ୍ଚିତ୍ରର ଶୁଟିଂ ସରିଥିବାବେଳେ ଅନ୍ୟ ସବୁର ଶୁଟିଂ ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri