Posted inଫୁରସତ

ଲଭ୍‌ ଟ୍ରେନ୍‌: ରହିଛି ଦୁଇ ଦିନ, ଗୋଟିଏ ରାତି ଯାତ୍ରା କରିବା ସୁବିଧା

ଚାଇନାରେ ଏବେ ୨୦୦ ମିଲିୟନ ଅବିବାହିତ ବ୍ୟକ୍ତି ଅଛନ୍ତି। କାରଣ ଏଠାରେ ଲିଙ୍ଗଗତ ବ୍ୟବଧାନ ଅଧିକ। ଏହି ଏକାକୀ ଜୀବନକୁ ନେଇ ଅନେକେ ଦୁଃଖିତ ମଧ୍ୟ। ଏଠାକାର ଏକକ ସନ୍ତାନ ଯୋଜନା(ଯାହାକୁ ଏବେ ଉଠାଇ ନିଆଯାଇଛି) ଯୋଗୁ ଅନେକେ କନ୍ୟା ଭୂ୍ରଣକୁ ନଷ୍ଟ କରିଛନ୍ତି। ତେଣୁ ଏବେ ଏହା ଏକ ସମସ୍ୟାର ରୂପ ନେଇଛି। ଆଗାମୀ ୩୦ ବର୍ଷ ଭିତରେ ୩୦ ମିଲିୟନ ଚାଇନା ପୁରୁଷଙ୍କୁ ଝିଅ ମିଳିବ ନାହିଁ। ସେଥିପାଇଁ ୨୦୧୬ରେ ଆରମ୍ଭ ହୋଇଥିଲା ୧୦ ବଗି ବିଶିଷ୍ଟ ଏକ ସ୍ବତନ୍ତ୍ର ରେଳସେବା, ଯାହାର ନାଁ ଓ୍ବାଇ୯୯୯ଲଭ୍‌ ପରସୁଟ୍‌ ଟ୍ରେନ୍‌। ଏଥିରେ ଦୁଇ ଦିନ ଓ ଗୋଟିଏ ରାତିର ଯାତ୍ରା କରିବା ସୁବିଧା ଥାଏ। ସେହି ସମୟ ମଧ୍ୟରେ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରଦାନ କରାଯାଏ ଓ ବିଭିନ୍ନ ଗେମ୍‌ ବି ଖେଳିବା ବ୍ୟବସ୍ଥା ଅର୍ଗାନାଇଜର୍‌ମାନେ କରିଥାଆନ୍ତି। ଯେମିତି କି ସମସ୍ତେ ପରସ୍ପରକୁ ଭଲଭାବେ ଚିହ୍ନିପାରିବେ। ତିନିବର୍ଷ ମଧ୍ୟରେ ୩୦୦୦ ଯୁବତୀଯୁବକ
ଏଥିରେ ଯାତ୍ରା କରିସାରିଲେଣି। ଆଉ ଏହି ଯାତ୍ରା ମାଧ୍ୟମରେ ୧୦ଟି ବିବାହିତ ଯୋଡି ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri