ଲାଇକ୍‌, ଭିଉଜ୍‌ ଜିଣୁଛି ଜୟପୁର ବିଧାୟକଙ୍କ ଗୀତ

ଜୟପୁର,୨୭ା୧୦(ନି.ପ୍ର.): ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଗୀତ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପୂର୍ବରୁ ବାହିନୀପତି ନିଜ ନିର୍ବାଚନମଣ୍ଡଳୀର ବିଭିନ୍ନ କାର୍ଯ୍ୟକ୍ରମ ମଞ୍ଚରେ ଲୋକଙ୍କ ସହ କେତେବେଳେ ଆଦିବାସୀ ନୃତ୍ୟରେ ନାଚିଛନ୍ତି ତ କେତେବେଳେ ଅର୍କେଷ୍ଟ୍ରାର ତାଳରେ ଡ୍ୟାନ୍ସ କରିଛନ୍ତି। କିନ୍ତୁ ଏବେ ତାଙ୍କ ସ୍ବରରେ ଗୋଟିଏ ପୁରୁଣା ଫିଲ୍ମର ବହୁ ଲୋକପ୍ରିୟ ଗୀତକୁ ସୋସିଆଲ ମିଡିଆରେ ଭିଉଜ, ଲାଇକ୍‌ ଓ ଶେୟାର ବଢ଼ିବାରେ ଲାଗିଛି। ‘ମୋ’ ପ୍ରିୟାଠାରୁ କିଏ ଅଧିକ ସୁନ୍ଦର’ ଭଳି ଲୋକପ୍ରିୟ ଗୀତ ଜାଗାରେ ସେ ନିଜ ସହଧର୍ମିଣୀଙ୍କୁ ସମ୍ବୋଧନ କରି ‘ମୋ ପ୍ରିୟା ମିନିଠାରୁ କିଏ ଅଧିକ ସୁନ୍ଦର’ ଗାଇଥିବା ୪୩ ସେକେଣ୍ଡର ଭିଡିଓ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ଖୋରାକ ଯୋଗାଇଛି। ଉଲ୍ଲେଖଯୋଗ୍ୟ, ସେ ଗାଇଥିବା ଗୀତରେ ମିନି ହେଉଛନ୍ତି କୋରାପୁଟ ଜିଲା କଂଗ୍ରେସର ପୂର୍ବତନ ସଭାନେତ୍ରୀ ମିନାକ୍ଷୀ ବାହୀନିପତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri