ଲାଇଟ୍‌ ଆଣ୍ଡ ସାଉଣ୍ଡ୍‌ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ଗଞ୍ଜାମ ଥାନା ଦୁର୍ଗାଦେବୀ ସାହି ସ୍ଥିତ ଷ୍ଟେଟବ୍ୟାଙ୍କ ଏଟିଏମଠାରେ ଲାଇଟ ଏଣ୍ଡ ସାଉଣ୍ଡ ମାଲିକ ବାଳକୃଷ୍ଣ ପଣ୍ଡାଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଜଣାପଡିଛି l ଏଥିରେ ସେ ଆହତ ହୋଇଛନ୍ତି। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ସହ ଅଭିଯୁକ୍ତ ଦୁର୍ଗାଦେବୀ ସାହିର ଗୋପୀନାଥ ସତପଥୀଙ୍କ ପୁଅ ଦୀପକ (୩୨)ଙ୍କୁ ଥାନାରେ ଅଟକ ରଖାଯାଇଥିବା ଜଣାପଡିଛି। ପୂର୍ବରୁ ମାଡମାରିଥିବା ଯୁବକ ଦୀପକଙ୍କ ନାମରେ ଗଞ୍ଜାମ ଥାନାରେ ୬ଟିି ମାମଲା ଥିବା ଥାନା ପୋଲିସ ପକ୍ଷରୁ କୁହାଯାଇଛି l ସୋମବାର ପୂର୍ବାହ୍ନରେ ଆହତ ବାଳକୃଷ୍ଣ ଥାନାରେ ଏତଲା ଦେଇଥିବା ଜଣାପଡିଛି l ଏ ନେଇ ଥାନାଧିକାରୀଙ୍କୁ ପଚାରିବାରୁ ସେ କହିଥିଲେ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ତାଙ୍କ ନାଁରେ ମାମଲା ରୁଜୁ କରାଯିବ ବୋଲି ସେ କହିଛନ୍ତି। ପ୍ରକାଶ ଯେ ପୂର୍ବରୁ ମାଡ ମାରିଥିବା ଯୁବକ ବାଳକୃଷ୍ଣଙ୍କ ମୋବାଇଲ ଚୋରି କରି ଧରାପଡିଥିଲେ। ସେହି ରାଗ ରଖି ଏହି ଘଟଣା ଘଟାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri