ଲାଇମ୍‌ ଲାଇଟ୍‌ରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ, ଫେରିବା ପରେ ଚିହ୍ନି ହେଉନି

ଟେଲି ଅଭିନେତ୍ରୀ ଶମା ସିକନ୍ଦର ୪ ଅଗଷ୍ଟରେ ୩୮ତମ ଜନ୍ମଦିବସ ପାଳନ କରିବେ। ଶମା ନିଜର ହଟ୍‌ ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ତଳେ ଶମା ସମୁଦ୍ରକୂଳରେ ବିକ୍‌ନୀ ପିନ୍ଧି ବୁଲୁଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ବୟଫ୍ରେଣ୍ଡ୍‌ ଜେମ୍‌ସ ମିଲିରନ୍‌ଙ୍କ ସହିତ ଖୁବ୍‌ ଏନ୍‌ଜୟ କରୁଥିବା ଫଟୋରେ ଦେଖିବାକୁ ମିଳିଥିଲା। ଶମା ନିଜର କ୍ୟାରିଅର ଟେଲି ସିରିୟଲରୁ ଆରମ୍ଭ କରିଥିଲେ। ‘ୟେ ମେରୀ ଲାଇଫ୍‌ ହୈ’ ସିରିୟଲରେ ଅଭିନୟ କରି ଚର୍ଚ୍ଚା ପରିସରକୁ ଆସିଥିଲେ। ଏହା ପରେ ହଠାତ୍‌ ଶମା ଲାଇମ୍‌ ଲାଇଟ୍‌ଠାରୁ ଦୂରେଇ ଗଲେ। ଏହା ପରେ ଯେତେବେଳେ ଫେରିଲେ ରୂପ ରଙ୍ଗ ସମ୍ପୂର୍ଣ୍ଣ ବଦଳି ଯାଇଥିବା ଦେଖିବାକୁ ମିଳିଛି।

ଏକ ସାକ୍ଷାତକାରରେ ଶମା କହିଛନ୍ତି, ଜୀବନରେ ଏମିତି ଏକ ସମୟ ଆସିଥିଲା, ସେତେବେଳେ ସେ ଆତ୍ମହତ୍ୟା କରିଦେବାକୁ ଚେଷ୍ଟା କରିଥିଲେ। ୭ ବର୍ଷ ତଳେ ସେ ମାନସିକ ରୋଗରେ ପୀଡ଼ିତ ଥିଲେ। ଏପରିକି ତାଙ୍କୁ ନିଦ ବଟିକା ଖାଇ ଶୋଇବାକୁ ପଡୁଥିଲା। ଏଥିରେ ସେ ଏତେ ବ୍ୟସ୍ତ ବିବ୍ରତ ହୋଇପଡ଼ିଥିଲେ ଯେଉଁଥିପାଇଁ ଆତ୍ମହତ୍ୟା ପରି ପଦକ୍ଷେପ ନେବାକୁ ବାଧ୍ୟ ହୋଇଥିଲେ। ତେବେ ଈଶ୍ୱରଙ୍କ କୃପାରୁ ଶମା ବର୍ତ୍ତମାନ ସୁସ୍ଥ ହୋଇଯାଇଛନ୍ତି। ହସ୍ପିଟାଲରୁ ଫେରିବା ପରେ ଶମା ଜିମ୍‌, ଡାଏଟ୍‌ ପ୍ରତି ଖୁବ୍‌ ଧ୍ୟାନ ଦେଉଛନ୍ତି। ଚେହେରାରେ ପୂରା ପରିବର୍ତ୍ତନ ଘଟିଛି। ସେ କସ୍‌ମେଟିକ୍‌ ସର୍ଜରୀ କରାଇଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri