ଲାକ୍‌ମୀ ଫ୍ୟାଶନ ଉଇକ୍‌ରେ ଚମକିଲେ ନେପାଳର ପ୍ରଥମ ଟ୍ରାନ୍ସଜେଣ୍ଡର ମହିଳା

ବମ୍ବେ: ଲାକ୍‌ମୀ ଫ୍ୟାଶନ ଉଇକ୍‌ରେ ଜଣେ ଟ୍ରାନ୍ସଜେଣ୍ଡର ମହିଳାଙ୍କ ଜଲଓ୍ବା। ସେ ବି ଏଭଳି ଯେ ସେଠାରେ ଉପସ୍ଥିତ ସମସ୍ତଙ୍କ ନଜର ତାଙ୍କ ଉପରେ କେନ୍ଦ୍ରୀଭୂତ ହୋଇଥିଲା।

ନେପାଳର ନୁବାକେଟ ଜିଲାର ଏକ କୃଷକ ପରିବାରରେ ଜନ୍ମ ନେଇଥିବା ଅଞ୍ଜଳୀ ଲାମା ମଡେଲିଂ ଦୁନିଆର ଏବେ ଚର୍ଚ୍ଚିତ ଚେହେରା। ପରିବାର ଏବଂ ସମାଜର ନିୟମ ସହ ଲଢ଼ି ସେ ନିଜକୁ ପ୍ରତିଷ୍ଠିତ କରିଛନ୍ତି।

୧୮ ବର୍ଷ ବୟସରେ ଅଞ୍ଜଳି ନିଜେ ଜଣେ ଟ୍ରାନ୍ସଜେଣ୍ଡର ବୋଲି ଜାଣିବାକୁ ପାଇଥିଲେ। ସେ ଘରେ ଏ ବିଷୟରେ କହିବା ପରେ ପରିବାରଲୋକେ ଏହାକୁ ଗ୍ରହଣ କରି ନ ଥିଲେ। ତାଙ୍କୁ ଘରୁ ବାହାର କରି ଦିଆଯାଇଥିଲା। ପରେ ସେ କାଠମାଣ୍ଡୁ ଯାଇ ରହିବାର ଅନେକ ଦିନ ପରେ ମଡେଲିଂ କରିବା ଆରମ୍ଭ କରିଥିଲେ। ଧୀରେ ଧୀରେ ବିଭିନ୍ନ କଭର୍‌ ପେଜ୍‌ରେ ସେ ନଜର ଆସିଥିଲେ। ନେପାଳର ‘ଭଏସ୍‌ ଅଫ୍‌ ନେପାଳ’ ମାଗାଜିନ୍‌ରେ ତାଙ୍କୁ ଦେଖିବା ପରେ ଅନେକେ ପ୍ରଶଂସାରେ ଶତମୁଖ ହୋଇଯାଇଥିଲେ। ଏହାପରେ ସେ ଅନେକ ଟିଭି ଶୋ’ କରିବା ସହ ହୋଟେଲରେ ମଧ୍ୟ କାମ କରୁଥିଲେ। ଏହି ସମୟରେ ୟୁକେର ଜଣେ ବ୍ଲଗର ତାଙ୍କୁ ଦେଖିବା ପରେ ଅଞ୍ଜଳି ଚର୍ଚ୍ଚାକୁ ଆସିଥିଲେ।

ଅଞ୍ଜଳି ଭାରତୀୟ ଫ୍ୟାଶନ ଶୋ’ରେ କାମ କରିବା ଲାଗି ଅନେକ ଥର ଆବେଦନ କରିଥିଲେ। ହେଲେ ତାଙ୍କୁ ଚୟନ କରାଯାଉ ନ ଥିଲା। ତୃତୀୟଥର ପାଇଁ ସେ ଲାକ୍ଷ୍ମୀ ଫାଶନ୍‌ ଉଇକ୍‌ରେ ମଡେଲିଂ କରିବା ପାଇଁ ଭାରତ ଆସି ସଫଳ ହୋଇଥିଲେ। ଶେଷରେ ସେ ଡିଜାଇନର ମୋନିଷା ଜୟସିଂହଙ୍କ ପାଇଁ ର଼୍ୟାମ୍ପରେ ଓ୍ବାକ୍‌ କରିଥିଲେ। ଏପରି କରିବାରେ ସେ ପ୍ରଥମ ମହିଳା ଟ୍ରାନ୍ସଜେଣ୍ଡର ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…

ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri