Posted inଖେଳ

ଲାଗୋସ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ କ୍ଲାସିକ୍‌: ଋତୁପର୍ଣ୍ଣାଙ୍କୁ ରୌପ୍ୟ, କାଂସ୍ୟ

ଭୁବନେଶ୍ୱର,୨୮ା୭(ସ୍ପୋଟର୍‌ସ ବ୍ୟୁରୋ) – ଓଡ଼ିଶାର ଷ୍ଟାର ଶଟ୍‌ଲର ରୁତୁପର୍ଣ୍ଣା ପଣ୍ଡା ନାଇଜେରିଆରେ ଅନୁଷ୍ଠିତ ଲାଗୋସ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ କ୍ଲାସିକ୍‌ ଟୁର୍ନାମେଣ୍ଟରେ ଯୁଗଳ ସଫଳତା ହାସଲ କରିଛନ୍ତି। ୨୫,୦୦୦ ୟୁଏସ୍‌ ଡଲାର ପୁରସ୍କାର ବିଶିଷ୍ଟ ପ୍ରତିଯୋଗିତାର ଋତୁପର୍ଣ୍ଣା ମିକ୍ସଡ୍‌ ଡବଲ୍ସରେ ରୌପ୍ୟ ଓ ମହିଳା ଡବଲ୍ସ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ରାମଚନ୍ଦ୍ର ଶ୍ଳୋକଙ୍କୁ ସାଥୀ କରି ଖେଳୁଥିବା ଋତୁପର୍ଣ୍ଣା ମିକ୍ସଡ୍‌ ଡବଲ୍ସ ଫାଇନାଲରେ ନିଜ ଦେଶର ମନୀଷା କେ. ଓ ଏମ୍‌.ଆର୍‌. ଅର୍ଜୁନଙ୍କ ଯୋଡ଼ିଠାରୁ ୨-୦(୨୧-୧୬, ୨୧-୧୭) ଗେମ୍‌ରେ ପରାସ୍ତ ହୋଇ ରନର୍ସଅପ୍‌ ହୋଇଥିଲେ। ସେହିପରି ଶୁକ୍ରବାର ଅନୁଷ୍ଠିତ ମହିଳା ଡବଲ୍ସ ସେମିଫାଇନାଲ୍‌ରେ ମନୀଷା କେ.ଙ୍କୁ ସାଥୀକରି ଖେଳୁଥିବା ଋତୁପର୍ଣ୍ଣା ସେମିଫାଇନାଲ ମ୍ୟାଚରେ ତୁର୍କୀ ଯୋଡ଼ିଙ୍କ ନିକଟରୁ ୨-୧(୨୧-୧୩, ୧୩-୨୧, ୨୧-୧୪) ଗେମ୍‌ରେ ପରାସ୍ତ ହୋଇ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?