ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ପାଣ୍ଡବ ପ୍ରଧାନଙ୍କଠାରୁ ପୁରୋହିତ ତହସିଲ ଅଫିସରେ ଏହି ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri