ଲାଞ୍ଚ ମାମଲା: ପୂର୍ବତନ ଆର୍‌ଆଇଙ୍କୁ ୨ ବର୍ଷ ଜେଲ

ବାରିପଦା ଅଫିସ,୧।୧୨- ମୟୁରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଶରତ କୁମାର ଦେହୁରୀ ଶନିବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ସହ ଓ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି । ମକଦ୍ଦମା ବିବରଣୀ ଅନୁଯାୟୀ
ମୋରଡା ତହସିଲ ଅଧୀନ ପଳାସିଆ ଗ୍ରାମର ଭୂମିହୀନ ମହିଳା ସ୍ବାଧୀନ ମହାନ୍ତ ଜମି ପାଇବା ପାଇଁ ଗତ ୨୦୧୨ ଡିସେମ୍ବର ପହିଲାରେ ମୋରଡା ତହସିଲକୁ ଆବେଦନ କରିଥିଲେ । ଆରଆଇ ଉମାକାନ୍ତ ମଲ୍ଲିକ ତାଙ୍କୁ ଏଥିଲାଗି ୩ ହଜାର ଟଙ୍କା ଦାବି କରିଥିଲେ । ପରେ ୨ ହଜାର ଟଙ୍କାରେ ମୂଳଚାଲ ହୋଇଥିଲା । ଏନେଇ ସ୍ବାଧୀନ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ସେହିମାସ ୨୨ ତାରିଖରେ ଚଢାଉ କରାଯାଇଥିଲା। ଆରଆଇ ମଲ୍ଲିିକ ଲାଞ୍ଚ ନେଉ ଥିବା ବେଳ ତାଙ୍କୁ ଧରି ଗିରଫ କରା ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri