Posted inଖେଳ

ଲାରାଙ୍କ ପଛକୁ ହୋପ୍‌

କଟକ, ୨୩0।୧୨(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ମ୍ୟାଚରେ ୫୦ ବଲ୍‌ରୁ ୪୨ ରନ ସଂଗ୍ରହ କରିଛନ୍ତି ୱେଷ୍ଟଇଣ୍ଡିଜ ଓପନର ଶାଇ ହୋପ୍‌। ଏଥିସହ ସେ ଚଳିତ କ୍ୟାଲେଣ୍ଡର ବର୍ଷରେ ୧୩୪୫ ରନ କରିବାକୁ ସକ୍ଷମ ହୋଇଛନ୍ତି। ୱେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନଙ୍କ କ୍ଷେତ୍ରରେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଏହା ହେଉଛି ଦ୍ୱିତୀୟ ସର୍ବାଧିକ ରନ। ଏ କ୍ଷେତ୍ରରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରାଙ୍କ ପଛରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ହୋପ୍‌। ଲାରା ୧୯୯୩ରେ ୧୩୪୯ ରନ କରି ଏହି ତାଲିକାର ଶୀର୍ଷରେ ଅଛନ୍ତି। ହୋପ୍‌ ଆଉ ମାତ୍ର ୫ ରନ ପାଇଁ ଲାରାଙ୍କୁ ଅତିକ୍ରମ କରିବାରୁ ବଞ୍ଚତ୍ତ ହୋଇଛନ୍ତି।
ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ରନ(ୱେଷ୍ଟଇଣ୍ଡିଜ)
୧୩୪୯: ବ୍ରାଏନ ଲାରା (୧୯୯୩)
୧୩୪୫: ଶାଇ ହୋପ୍‌ (୨୦୧୯)
୧୨୩୨: ଡେସମଣ୍ଡ ହେନ୍ସ (୧୯୮୫)
୧୨୩୧: ଭିଭିଆନ ରିଚାଡର୍‌ସ(୧୯୮୫)
୧୨୧୭: କ୍ରିସ୍‌ ଗେଲ୍‌ (୨୦୦୬)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri