ଲାଲ୍‌ ଲେହେଙ୍ଗାରେ ସାରାଙ୍କ ଫଟୋଶୁଟ: ଫଟୋ ଦେଖି ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍‌ ଜଗତରେ ପାଦ ଥାପିବା ଦିନଠାରୁ ସୈଫ ଲଳନା ସାରାଙ୍କ କ୍ରେଜ୍‌ କାହାଠାରୁ କମ୍‌ ନୁହେଁ। ଫିଲ୍ମ ‘କେଦାରନାଥ’ ଓ ‘ସିମ୍ବା’ରେ ତାଙ୍କର ଅଭିନୟକୁ ଦର୍ଶକ ପସନ୍ଦ କରିବା ପରେ ଏବେ ତାଙ୍କ ଆଗରେ ନିର୍ମାତାଙ୍କ ଲମ୍ବା ଲାଇନ୍‌। ଗୋଟିଏ ପରେ ଗୋଟିଏ ଫିଲ୍ମର ଅଫର୍‌ ମିଳୁଛି ତାଙ୍କୁ। ଚର୍ଚ୍ଚିତ ଅଭିନେତ୍ରୀ ପାଲଟିଥିବା ଯୋଗୁ ବିଭିନ୍ନ ବିଜ୍ଞାପନରେ ଦେଖିବାକୁ ମିଳୁଛି। ନିକଟରେ ସେ ଏକ ଅଳଙ୍କାର କମ୍ପାନୀ ଲାଗି ଫଟୋଶୁଟ କରାଇଛନ୍ତି। ଏହି ସମୟର କିଛି ଫଟୋ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିବା ପରେ ସେଗୁଡ଼ିକ ଭାଇରାଲ ହୋଇଛି। ସାରାଙ୍କ ଲାଲ୍‌ ଲେହେଙ୍ଗା ପିନ୍ଧା ଫଟୋରେ ଜଣେ ପ୍ରଶଂସକ ‘ତିଖି ମିର୍ଚ୍ଚ’ ଲେଖି କମେଣ୍ଟ କରିଥିବା ବେଳେ ଅନ୍ୟ ଜଣେ ବିବାହ ପ୍ରସ୍ତାବ ଦେଇଥିବା ଦେଖାଯାଇଛି। ତେବେ ସାରା ଏବେ ଇମ୍‌ତିଆଜ ଅଲ୍ଲୀଙ୍କ ଫିଲ୍ମ ‘ଲଭ୍‌ ଆଜକଲ୍‌ ୨’ରେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri