Posted inଜାତୀୟ

ଲାଲ୍‌ଚୌକରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨।୨: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣିଥରେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ରବିବାର ଶ୍ରୀନଗର ଲାଲ୍‌ଚୌକଠାରେ ମୁତୟନ ଥିବା ସିଆର୍‌ପିଏଫ୍‌ ସି-୧୭୧ ବାଟାଲିୟନ୍‌ ଯବାନଙ୍କ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଛି। ଏଥିରେ ୨ ଜଣ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଥିବାବେଳେ ଅନ୍ୟ ୨ ଜଣ ସାଧାରଣ ଲୋକ ମଧ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁରକ୍ଷାକର୍ମୀ ଏହି ଅଞ୍ଚଳକୁ ଘେରି ରହିଛନ୍ତି। ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri