ଲାହୋର ବିଶ୍ୱର ତୃତୀୟ ପ୍ରଦୂଷିତ ସହର: ଇମ୍ରାନ୍‌

ଇସ୍‌ଲାମାବାଦ,୨୫।୧୧: ଦିନେ ଭାରତକୁ ପରମାଣୁ ବୋମା ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଏବେ ତା’ର ଅସ୍ଥିତ୍ୱକୁ ଚିହ୍ନିବା ଆରମ୍ଭ କରିଛି। ନିକଟରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି ନୂଆଦିଲ୍ଲୀ ଅପେକ୍ଷା ଲାହୋର ଅଧିକ ପ୍ରଦୂଷିତ ସହର। ଏମିତିକି ବିଶ୍ୱର ପ୍ରଦୂଷିତ ସହର ମଧ୍ୟରେ ଲାହୋରର ସ୍ଥାନ ତୃତୀୟ ବୋଲି ମଧ୍ୟ ସେ ପ୍ରକାଶ କରିଛନ୍ତି। ଏହି ପ୍ରଦୂଷଣ ବୟସ୍କ ଓ ଶିଶୁଙ୍କ ଜୀବନହାନୀର କାରଣ ପାଲଟୁଛି ବୋଲି ସେ କହିଛନ୍ତି। ଗୁଳି ବାଜିଲେତ ଜଣେ ଏକାଥରେ ମରିଯାଏ ହେଲେ ପ୍ରଦୂଷଣ ସାଇଲେଣ୍ଟ କିଲର୍‌। ଇସ୍‌ଲାମାବାଦଠାରେ ଅୟୋଜିତ କ୍ଲିନ୍‌ ଆଣ୍ଡ ଗ୍ରୀନ୍‌ ପାକିସ୍ତାନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହା କହିଛନ୍ତି। ସେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ, ଆହ୍ଲା କହୁଥିଲେ ତୁମେ ଅଲଗା ବିଶ୍ୱ ପାଇଁ ଜୀବିତ ରୁହ। ଯଦି ଅନ୍ୟ ବିଶ୍ୱପାଇଁ ତୁମେ କିଛି କରିଥିବ ତେବେ ସେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମକୁ ମନେ ରଖିଥିବେ। ହେଲେ ଏବେ ପରିବେଶ ଯେଉଁ ପରିସ୍ଥିତିରେ ପହଞ୍ଚିଲାଣି ଅଲଗା ବିଶ୍ୱ କଥା ଚିନ୍ତା କରିବା କଷ୍ଟକର ବ୍ୟାପାର। ତେଣୁ ଏବେଠାରୁ ଯଦି ପରିବେଶ ଏତେ ପରିମାଣରେ ଦୂଷିତ ହୋଇଗଲାଣି ପରମାଣୁ ଆକ୍ରମଣ ପରେ ଏହାର ଅବସ୍ଥା କେତେ ଶହ ବର୍ଷ ପାଇଁ ଖରାପ ହୋଇଯିବ ତାହା ପାକିସ୍ତାନ ଚିନ୍ତା କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri