ଲିଙ୍ଗଗତ ତାରତମ୍ୟ ତାଲିକା: ୧୧୨ ସ୍ଥାନରେ ଭାରତ; ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ

ଜେନେଭା/ନୂଆଦିଲ୍ଲୀ,୧୭।୧୨: ଲିଙ୍ଗଗତ ତାରତମ୍ୟ ତାଲିକାରେ ଭାରତ ଚଳିତ ବର୍ଷ ୧୧୨ ସ୍ଥାନ ହାସଲ କରିଛି। ଗତ ବର୍ଷ ତୁଳନାରେ ଏହା ୪ ସ୍ଥାନ ତଳକୁ ଖସି ଆସିଛି। ଗତ ବର୍ଷ ଏହା ୧୦୮ ସ୍ଥାନରେ ଥିଲା। ଏନେଇ ଜେନେଭାର ଓ୍ବାଲର୍‌ଡ ଇକୋନୋମି ଫୋରମ୍‌ ପକ୍ଷରୁ ମହିଳାଙ୍କ ସ୍ବାସ୍ଥ୍ୟ ଏବଂ ଆର୍ଥିକ ସ୍ଥିତି ସମ୍ପର୍କିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ତାଲିକାର ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ ରହିଛି। ଏଥିରେ ୧୫୩ ଦେଶକୁ ସାମିଲ୍‌ କରାଯାଇଛି। ୨୦୦୬ଠାରୁ ପ୍ରତିବର୍ଷ ପ୍ରକାଶିତ ହେଉଥିବା ଏହି ସର୍ଭେ ରିପୋର୍ଟର ୧୫୩ ସ୍ଥାନରେ ୟେମେନ୍‌ ରହିଛି। ଚଳିତବର୍ଷ ଚାଇନା(୧୦୬), ଶ୍ରୀଲଙ୍କା (୧୦୨), ନେପାଳ (୧୦୧), ବ୍ରାଜିଲ (୯୨), ଇଣ୍ଡୋନେସିଆ (୮୫), ବାଂଲାଦେଶ (୫୦)ଠାରୁ ଭାରତ ପଛରେ ରହିଛି। ତାଲିକାରେ ପାକିସ୍ତାନ ୧୫୧ ସ୍ଥାନରେ ଥିବାବେଳେ ଇରାକ ୧୫୨ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri