ଲିପ୍‌ଷ୍ଟିକ୍‌ ଲଗାଇବା ଯୋଗୁ ହୋଇପାରେ ଏହିସବୁ ସମସ୍ୟା

ଚେହେରାର ସୌନ୍ଦର୍ଯ୍ୟ ପାଇଁ ଓଠର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥାଏ। ଓଠର ଆକର୍ଷଣ ପାଇଁ ଲିପ୍‌ଷ୍ଟିକ୍‌ର ବହୁତ ବଡ଼ ଯୋଗଦାନ ଥାଏ। ସ୍କିନ୍‌ର ରଙ୍ଗ ଅନୁସାରେ ଓ ଠିକ୍‌ ଭାବରେ ଲଗାଯାଇଥିବା ଲିପ୍‌ଷ୍ଟିକ୍‌ ଚେହେରାରେ ସୁନ୍ଦରତା ସହିତ ମହିଳାଙ୍କ ବ୍ୟକ୍ତିତ୍ୱକୁ ଦ୍ୱିଗୁଣିତ କରେ। କିନ୍ତୁ ଲିପ୍‌ଷ୍ଟିକ୍‌ ଲଗାଇବା ଦ୍ୱାରା କିଛି ସମସ୍ୟାକୁ ମଧ୍ୟ ସାମ୍ନା କରିବାକୁ ପଡ଼ିଥାଏ। ଗବେଷଣାରୁ ଜଣାଯାଇଛି ଯେ, ଯେଉଁ ମହିଳାମାନେ ଲିପ୍‌ଷ୍ଟିକ୍‌ ଅଧିକ ବ୍ୟବହାର କରନ୍ତି ସେମାନଙ୍କୁ ସ୍କିନ୍‌ ରୋଗ ଅଧିକ ହେବାର ସମ୍ଭାବନା ଥାଏ। ସେମାନଙ୍କର ଖାଦ୍ୟ ମାଧ୍ୟମରେ ସ୍କିନ୍‌ ଲିପ୍‌ଷ୍ଟିକ୍‌ର କିଛି ଅଂଶ ଶରୀର ଭିତରକୁ ଚାଲିଯାଏ ଓ ଶରୀରର କ୍ଷତି କରିଥାଏ। ଲିପ୍‌ଷ୍ଟିକ୍‌ରେ ତମ୍ବାର ବ୍ୟବହାର ଅଧିକ ହୋଇଥାଏ। ତେଣୁ ଖାଦ୍ୟ ଦ୍ୱାରା ଏହି ରସାୟନ ପଦାର୍ଥ ଶରୀର ଭିତରକୁ ଚାଲିଯାଏ ଓ ଭିତର ଅଙ୍ଗମାନଙ୍କୁ ପ୍ରଭାବିତ କରିଥାଏ। ଏଥିରେ ମିଳିଥିବା କେଡ଼ିଏମ୍‌ କିଡ଼୍‌ନୀକୁ ଖରାପ କରିବାରେ ସମ୍ଭାବନା ଅଧିକ ଥାଏ ଓ ପେଟ ସମ୍ବନ୍ଧୀୟ ସମସ୍ୟା ଉପତ୍ନ୍ନ ହୁଏ। ଏକ ଆମେରିକା ପତ୍ରିକା ଦ୍ୱାରା କରାଯାଇଥିବା ଅଧ୍ୟୟନରୁ ଜଣାପଡ଼ିଛି ଯେ, ଲିପ୍‌ଷ୍ଟିକ୍‌ରେ ୫୫ ପ୍ରତିଶତ ବିଷାକ୍ତ ତତ୍ତ୍ୱ ରହିଛି। ଏହି ପରୀକ୍ଷାରେ ୨୨ଟି ବ୍ରାଣ୍ଡର ଲିପ୍‌ଷ୍ଟିକ୍‌କୁ ଅଧ୍ୟୟନରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

ଜିନପିଙ୍ଗଙ୍କ ଗସ୍ତ ପୂର୍ବରୁ କଠୋର ଆଭିମୁଖ୍ୟ ଗ୍ରହଣ କଲା ଭାରତ; ସୀମାରେ ଜାରି କଲା ଅଲଟିମେଟମ

ନୂଆଦିଲ୍ଲୀ,୭।୯: ଅରୁଣାଚଳ ପ୍ରଦେଶରେ ଚାଇନା ସୈନ୍ୟଙ୍କ ଅନୁପ୍ରବେଶ ରିପୋର୍ଟ ମଧ୍ୟରେ, ଭାରତ ବେଜିଂକୁ କଡ଼ା ଚେତାବନୀ ଦେଇଛି। ନୂଆଦିଲ୍ଲୀ ସ୍ପଷ୍ଟ କରିଛି ଯେ ଚାଇନା ସୈନ୍ୟବାହିନୀର ଏପରି…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri