ଲିଭର୍‌କୁ ସୁରକ୍ଷିତ ରଖେ ଏହି ପତ୍ର…

ଭୃସଙ୍ଗପତ୍ର ସ୍ବାସ୍ଥ୍ୟ ପାଇଁ ଲାଭକାରୀ । ପ୍ରତିଦିନ ସକାଳେ ଅଧାକପ୍‌ ଭୃସଙ୍ଗପତ୍ର ରସ ପିଇଲେ ଲିଭର ବିଭିନ୍ନ ସଂକ୍ରମଣରୁ ଦୂରେଇ ରୁହେ। ଏହାର କାର୍ଯ୍ୟକୁ ଭୃସଙ୍ଗପତ୍ର ରସ ସ୍ବାଭାବିକ କରେ। ଭୃସଙ୍ଗପତ୍ର ରସ ନିୟମିତ ପିଇଲେ ମଧୁମେହରୁ ମୁକ୍ତି ମିଳେ। ଏହା ରକ୍ତର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏଥିରେ ଭିଟାମିନ ବି୧, ବି୩, ବି୯ ଏବଂ ସି ରହିଥାଏ । ଏହା ସହିତ ଏଥିରେ ଆଇରନ, କ୍ୟାଲସିୟମ ଏବଂ ଫସଫରସ ରହିଛି। ପ୍ରତିଦିନ ଭୃସଙ୍ଗପତ୍ର ଚୋବାଇବା ଖାଇଲେ ଦ୍ୱାରା ମେଦବହୁଳତାରୁ ମିଳେ ମୁକ୍ତି। ଏକ ଚାମଚ ମହୁରେ ଭୃସଙ୍ଗପତ୍ର ରସ ମିଶାଇ ପିଇଲେ କଫ ବାହାରି ଯାଇଥାଏ। ଏହାକୁ ନିୟମିତ ପିଇଲେ ହାର୍ଟ ଆଟାକ୍‌ ଆଶଙ୍କା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ତୁଳା ରାଶିରେ ସୂର୍ଯ୍ୟଙ୍କ ଚଳନ: ଅକ୍ଟୋବର ୧୭ରୁ ସତର୍କ ରୁହନ୍ତୁ ୩ ରାଶି! ପାଖରୁ ଚାଲିଯିବ ସବୁଟଙ୍କା

ତୁଳା ରାଶି ହେଉଛି ସୂର୍ଯ୍ୟ ଗ୍ରହଙ୍କ ନୀଚ ରାଶି। ସୂର୍ଯ୍ୟ ତୁଳାରେ ନୀଚ ହୋଇଥାନ୍ତି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କର ଅନେକ ରାଶି ଉପରେ ଅଶୁଭ ପ୍ରଭାବ ପଡ଼ିବ।…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?