ଲିଭିନି ପୁରୁଣା ପରମ୍ପରା: ରଜ ପାଇଁ ଆରମ୍ଭ ହେଲାଣି ସଜବାଜ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଓଡ଼ିିଆମାନଙ୍କ ଗଣପର୍ବ ରଜ। ଏଥିପାଇଁ ରଜ ତିନି ଦିନ ଯାକ ଘରେ ପିଠାପଣା ଓ ମିଠାର ଆସର ଜମିଥିବାବେଳେ ବନ୍ଧୁ ପ୍ରିୟଜନଙ୍କ ଭେଟଘାଟ ହେବାର ପରମ୍ପରା ଅତ୍ୟନ୍ତ ନିଆରା। ଏହି ତିନି ଦିନ ଓଡ଼ିଆମାନେ କୌଣସି କାମଧନ୍ଦା ନକରି ରଜ ଦୋଳି, ବାଗୁଡି, ତାସ୍‌, ପଶା ଖେଳ ଆଦିର ମଜା ଉଠାଇଥାନ୍ତି। ଚଳିତ ମାସ ୧୪ ତାରିଖରେ ଏହା ଆରମ୍ଭ ହେଉଥିବାବେଳେ ଗାଁ ଗହଳିରେ ରଜ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବିଶେଷ କରି ଘସିପୁରା ବ୍ଲକ ବାଲିପାଳ ରଜ ମଉଜ ନିଆରା ଢଙ୍ଗରେ ପାଳିବାର ପରମ୍ପରା ରହି ଆସିଛି। ଆଉ ଦୁଇ ଦିନ ପରେ ରଜ ଥିବାରୁ ପୁରୁଣା ପାରମ୍ପରିକ ରୀତିରେ ଢେଙ୍କିରେ ଚୁନା କୁଟିବାକୁ ଭୁଲି ନାହାନ୍ତି ଝିଅ ବୋହୁମାନେ। ଅପରପକ୍ଷେ ଗାଁ ଗହଳିର ଯୁବକମାନେ କାଠରେ ବିଭିନ୍ନ ଦୋଳି ବାନ୍ଧିବା ଆରମ୍ଭ କରିଦେଲେଣି। ଝିଅ ବୋହୁମାନେ ହାତରେ ମେହେନ୍ଦୀ ଲଗାଇବା ଆରମ୍ଭ କରିଛନ୍ତି। ବାଲିପାଳ ହାଟ ପଡିଆରେ ବେଶ ଯାକ ଜମକରେ ଅନୁଷ୍ଠିତ ହେଉଥିବା ରଜ ଉତ୍ସବରେ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତୀ ଦୋଳିରେ ଝୁଲିବା ଅବସ୍ଥାରେ ପୂଜା ପାଇବାର ପରମ୍ପରା ଅତ୍ୟନ୍ତ ନିଆରା ସାଜିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri