ଲୁଟ୍‌ ଉଦ୍ୟମ ବିଫଳ: ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ନରାଜ,୨୩।୧୦(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମୁଖ୍ୟ ଫାଟକ ପାଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍‌ବି) ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଦେଇଥିବା ଖବର ପାଇ ନନ୍ଦନକାନନ ଥାନାଧିକାରୀ ଓ ବ୍ୟାଙ୍କ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଏଟିଏମ୍‌ରୁ ଟଙ୍କା ଚୋରି ହୋଇ ନ ଥିବା ସୂଚନା ଦେଇଛନ୍ତି। ଦୁର୍ବୃତ୍ତ ସେଠାରେ ଥିବା ସିସିଟିଭି ନଷ୍ଟ କରିଦେଇ ଥିବାବେଳେ ନନ୍ଦନକାନନର କୌଣସି ସିସିଟିଭି କାମ କରୁ ନ ଥିବାରୁ କିଏ ଏପରି ଘଟଣା ଘାଇଟାଇଛନ୍ତି ତାହା ଜଣାପଡ଼ିନାହିଁ । ତେବେ ପୋଲିସ ତଦନ୍ତ ଜାରି ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri