ଲୁଟ୍‌ ୧୨.୬୦ଲକ୍ଷ ଟଙ୍କା ବ୍ୟବସାୟୀଙ୍କୁ ଫେରାଇଲା ପୋଲିସ

ଧରାକୋଟ,୯ା୬(ଡି.ଏନ୍‌.ଏ.)- ଧରାକୋଟ ଅଞ୍ଚଳର ବି.ବାୟା ପାତ୍ର, ଏ. ଗଣେଶ ପାତ୍ର, ଏସ୍‌. ତ୍ରିପତି ପାତ୍ର ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ ଛେଳି ବିକି ୧୨ଲକ୍ଷ ୮୦ହଜାର ଟଙ୍କା ଧରି ଗତ ୨୭ ତାରିଖରେ ଫେରୁଥିଲେ। ଗିରିସୋଲାରୁ ଏକ ଅଟୋରେ ଫେରୁଥିବାବେଳେ ବିଳମ୍ବିତ ରାତିରେ ଧରାକୋଟ ଥାନା ବାଦଗଡ଼ ଗ୍ରାମ ରାସ୍ତାରେ ଦୁର୍ବୃତ୍ତମାନେ ଆକ୍ରମଣ କରି ଟଙ୍କା ଲୁଟି ନେଇଥିଲେ। ବି.ବାୟା ପାତ୍ରଙ୍କ ଅଭିଯୋଗକ୍ରମେ ଧରାକୋଟ ଥାନାରେ ନଂ.୮୩/୨୦ରେ ମାମଲା ରୁଜୁ କରାଯାଇଥିଲା। ଜୁନ ୨ରେ ମାଷ୍ଟର ମାଇଣ୍ଡ ଅଟୋ ଚାଳକ ଓ ହେଲ୍‌ପରଙ୍କ ସମେତ ୧୧ଜଣଙ୍କୁ ପୋଲିସ ଗିରଫ କରିବା ସହ୧୨ଲକ୍ଷ ୬୦ହଜାର ଟଙ୍କା ଜବତ କରିଥିବା ଏସ୍‌ପି ବ୍ରିଜେଶ କୁମାର ରଏ ବଡଗଡ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ। ଧରାକୋଟ ଥାନାଧିକାରୀ ସହଦେବ ମହାପାତ୍ର ଏତଲା ଦେଇଥିବା ବି. ବାୟା ପାତ୍ରଙ୍କୁ ମଙ୍ଗଳବାର ଜବତ ୧୨ ଲକ୍ଷ ୬୦ ହଜାର ଟଙ୍କା ଥାନାରେ ଫେରାଇଛନ୍ତି।
((((ଫଟୋ-ବିଏମ-୯-୫-ଅର୍ଥ ଫେରାଉଛନ୍ତି ଥାନାଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri