ଲୁଣରେ ଆୟୋଡ଼ିନ୍‌: ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ ଦେଶରେ ପ୍ରତିବନ୍ଧିତ

ଓ୍ବାଶିଂଟନ,୧୧।୬: ଭାରତରେ ଆୟୋଡ଼ିନ୍‌ଯୁକ୍ତ ଲୁଣର ବ୍ୟବହାର ପାଇଁ ସରକାରଙ୍କ ସ୍ବୀକୃତି ମିଳିଛି। ତେବେ ଏହାକୁ ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ଟି ଦେଶରେ ପ୍ରତିବନ୍ଧିତ କରାଯାଇଛି। ଏହାଯୋଗୁ କର୍କଟ, ପକ୍ଷାଘାତ,ଉଚ୍ଚ ରକ୍ତଚାପ, ନପୁଂଷକତା, ଡାଇବେଟିସ୍‌ ଆଦି ବିଭିନ୍ନ ସମସ୍ୟା ଦେଖାଯାଇଥାଏ ବୋଲି ଆମେରିକା ଖାଦ୍ୟ ଏବଂ କୃଷି ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାର କ୍ୟାନସର ଗବେଷଣା ସଂସ୍ଥାା ଡାକ୍ତର ଫେଡରିକ୍‌ ହାଫ୍‌ମେନ୍‌ ଆୟୋଡିନ୍‌ଯୁକ୍ତ ଲୁଣ ମଣିଷ ଲାଗି ଘାତକ ବୋଲି ପ୍ରକାଶ କରିଛନ୍ତି। ଭାରତରେ ଅଟଳବିହାରୀ ବାଜପେୟୀଙ୍କ ସରକାରଙ୍କ ସମୟରେ ୨୦୦୦ରେ ଆୟୋଡିନ୍‌ଯୁକ୍ତ ଲୁଣ ପ୍ରସ୍ତୁତି କରିବା ବାଧ୍ୟତାମୂଳକ ନୁହେଁ ବୋଲି କୁହାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ୨୦୦୫ରେ ଆୟୋଡିନ୍‌ଯୁକ୍ତ ଲୁଣ ପ୍ରସ୍ତୁତ କରିବାକୁ ବାଧ୍ୟତାମୂଳକ କରାଯାଇଥିଲା। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମଦେି ସରକାରଙ୍କୁ ଆୟୋଡିନ୍‌ଯୁକ୍ତ ଲୁଣର ଆବଶ୍ୟତା ନେଇ ଅନେକ ପ୍ରଶ୍ନ କରାଯାଇଥିଲେ ମଧ୍ୟ ଉତ୍ତର ମିଳି ପାରି ନ ଥିବା କୁହାଯାଉଛି। ୨୦୦୫-୦୬ରେ ଏସିଆ ଏବଂ ଆଫ୍ରିକାର ଲୋକଙ୍କ ଉପରେ ଆୟୋଡିନ୍‌ଯୁକ୍ତ ଲୁଣର ପ୍ରଭାବ ନେଇ ପରୀକ୍ଷଣ କରାଯାଇଥିଲା। ଏହାଯୋଗୁ ଅନେକ ଗୁରୁତର ସମସ୍ୟା ଦେଖାଦେଉଥିବା ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri