ଲୁନାକୁ ଧକ୍କା ଦେଲା ବାଇକ୍‌: ଜଣେ ମୃତ

ପାଟଣା,୧୨।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ମଲ୍ଲାରପଦା ଗ୍ରାମ ରାସ୍ତାରେ ବୁଧବାର ସନ୍ଧ୍ୟାରେ ଲୁନାକୁ ଏକ ବାଇକ୍‌ ଧକ୍କା ଦେବାରୁ ୬୫ ବର୍ଷୀୟ ଜଣେ ଲୁନା ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଭୀମସେନ ମୁଦୁଲି। ସେ ଲୁନା ଯୋଗେ ବନମାଳୀପୁର ଗ୍ରାମକୁ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ତାଙ୍କ ଲୁନାକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ତୁରୁମୁଙ୍ଗା ପୋଲିସ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଗୁରୁବାର ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri