ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ବଡ଼ଡୁମ୍ବୁଳା ଗ୍ରାମର ସରୋଜ ସେଠୀ ବାରଣ୍ଡାରେ ବସି ଦାନ୍ତ ଘଷୁଥିବାବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨ ଭାଇ ପିଙ୍କୁ ଓ ଚରଣ ଲୁହାଛଡରେ ଆକ୍ରମଣ କରିଥିଲେ । ଏ ନେଇ ଥାନାରେ କେସ୍‌ ନଂ. ୧୩୩/୧୯ରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri