ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ବଡ଼ଡୁମ୍ବୁଳା ଗ୍ରାମର ସରୋଜ ସେଠୀ ବାରଣ୍ଡାରେ ବସି ଦାନ୍ତ ଘଷୁଥିବାବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨ ଭାଇ ପିଙ୍କୁ ଓ ଚରଣ ଲୁହାଛଡରେ ଆକ୍ରମଣ କରିଥିଲେ । ଏ ନେଇ ଥାନାରେ କେସ୍‌ ନଂ. ୧୩୩/୧୯ରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri