Posted inଖେଳ

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ମୋଞ୍ଜା (ଇଟାଲୀ), ୮ା୯ (ଏଏଫ୍‌ପି)- ଇଟାଲିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ ପୋଜିଶନ ହାସଲ କରିଛନ୍ତି। ପ୍ରଥମ ସ୍ଥାନ ପାଇଁ ୫ଥର ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କ ସହିତ ତାଙ୍କର ତୀବ୍ର ପ୍ରତିଯୋଗିତା ହୋଇଥିଲା। ତେବେ ହାମିଲଟନ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଫେରାରିର ସେବାଷ୍ଟିଆ ଭେଟେଲଙ୍କୁ ପଛରେ ପକାଇ ମର୍ସିଡିଜ୍‌ର ଭାଲ୍‌ଟେରି ବୋଟାସ ତୃତୀୟ ହୋଇଥିଲେ। ରେନଲ୍ଟର ଦୁଇ ଡ୍ରାଇଭର ଡାନିଏଲ ରିକାର୍ଡୋ ଏବଂ ନିକୋ ହକେନବର୍ଗ ୫ମ ଓ ୬ଷ୍ଠ ସ୍ଥାନ ଅଧିକାର କରିଥିଲେ। ସେହିପରି ମ୍ୟାକଲରେନର କାର୍ଲୋସ ସେଞ୍ଜ ଜୁନିୟର, ରେଡ୍‌ବୁଲ୍‌ରୁ ଆଲେକ୍‌ଜାଣ୍ଡର ଆଲ୍‌ବନ, ରେସିଂ ପଏଣ୍ଟର ଲାନ୍ସ ଷ୍ଟ୍ରୋଲ୍‌ ଏବଂ ଆଲ୍‌ଫା ରୋମିଓର କିମି ରାଇକୋନେନ ଯଥାକ୍ରମେ ୭ମ, ୮ମ, ୯ମ ଏବଂ ୧୦ମ ହୋଇଥିଲେ। ସୂଚନାଯୋଗ୍ୟ, ଗତ ସପ୍ତାହରେ ଅନୁଷ୍ଠିତ ବେଲଜିଆନ ଗ୍ରାଁ ପ୍ରିରେ ଲେକ୍‌ରେକ୍‌ ତାଙ୍କର ପ୍ରଥମ ଫର୍ମୁଲା ଓ୍ବାନ ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?