ଲେପ୍ରୋସି କଲୋନୀରେ ରାଶନ ବାଣ୍ଟିଲେ ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ଦାମିୟନ ନଗର ଲେପ୍ରୋସି କଲୋନୀରେ ଘର ଘର ବୁଲି ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ନିଜ ଖର୍ଚ୍ଚରେ ୬୩ ପରିବାରଙ୍କୁ ରାଶନ ସମେତ ଶୁଖିଲା ଖାଦ୍ୟ ଓ ସାବୁନ ପ୍ରଦାନ କରାଯାଇଥିଲା। ଏନେଇ କଲୋନୀ ବାସିନ୍ଦା ତାଙ୍କୁ ସାଧୁବାଦ ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌. ଗିରିଧର ରାଓ, ଯୋଗେଶ୍ୱର ରାଓ, ଶ୍ରୀକାନ୍ତ ସେନାପତି ପ୍ରମୁଖ ସାମିଲ ଥିଲେ। (((ଫଟୋ—ସିଟିପି -୮/୨-ରାଶନ ବାଣ୍ଟୁଛନ୍ତି ଅଧ୍ୟକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri