ଲୋ-ବ୍ଲଡ୍‌ ପ୍ରେସରରୁ ଦୂରେଇ ରହିବା ପାଇଁ ସକାଳେ ଖାଆନ୍ତୁ …

ପେସ୍ତା ବାଦାମ ଶରୀର ପାଇଁ ବହୁ ଉପକାରୀ। ପ୍ରତିଦିନ ସକାଳେ ଏହାକୁ ଲହୁଣୀ ସହିତ ମିଶାଇ ଖାଇଲେ ଅନେକ ଫାଇଦା ମିଳିଥାଏ। ଏ ସମ୍ପର୍କରେ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଲୋ-ବ୍ଲଡ୍‌ ପ୍ରେସରକୁ ନିୟନ୍ତ୍ରଣ କରିଥାଏ। ସକାଳେ ୪ଟି ପେସ୍ତା ବାଦାମ ଚୋବାଇ ଖାଇଲେ କିଛି ଦିନ ମଧ୍ୟରେ ସୁଫଳ ମିଳିଥାଏ। ନିୟମିତ ଅଁଳା ରସରେ ମହୁ ମିଶାଇ ପେସ୍ତା ବାଦାମ ଖାଇଲେ ଲୋ-ବ୍ଲଡ୍‌ ପ୍ରେସର ହୋଇ ନ ଥାଏ। ପେସ୍ତା ବାଦାମରେ କାର୍ବସ୍‌, ଫାଇବର, ପ୍ରୋଟିନ୍‌, ଫ୍ୟାଟ୍‌, ପୋଟାସିୟମ୍‌, ଫସଫରସ୍‌, ଭିଟାମିନ୍‌ ବି-୬, ଥାଇମିନ୍‌, କପର୍‌, ମାଙ୍ଗାନିଜ୍‌ ଆଦି ରହିଛି। ଏହା ରକ୍ତରେ କୋଲେଷ୍ଟରଲ୍‌ସ୍ତରକୁ ନିୟନ୍ତ୍ରିତ କରିବା ସହିତ ରକ୍ତ ଶର୍କରାକୁ ସ୍ବାଭାବିକ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri