ଲୋଇସିଂହା, ୭।୪(ଡି. ଏନ .ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କରକାପାତ ହୋଇଛି। ଏଥିଯୋଗୁ ବ୍ଲକର ଉପାନ୍ତ ଅଞ୍ଚଳରେ ହୋଇଥିବା ପରିବା ଓ ଡାଲି ଜାତୀୟ ଫସଲ ବ୍ୟାପକ ନଷ୍ଟ ହୋଇଛି। ଲକଡାଉନରେ ଚାଷୀ ଯାହା କ୍ଷତି ସହୁଥିବାବେଳେ କରାମାଡ଼ରେ ଫସଲ ନଷ୍ଟ ହେବା ଚାଷୀଙ୍କ ଦୁଃଖକୁ ଦିଗୁଣିତ କରିଛି। ବ୍ଳକର କୁଟେନପାଲି, କନ୍ଦାଜୁରୀ, ଝାରମୁଣ୍ଡା ସମେତ ୩୪ ନଂ ଜୋନ ସରଗଡ଼, ତଲିଉଡାର, ରେଙ୍ଗାଲି, ଡୁଙ୍ଗରିପାଲି, ବାଦୀମୁଣ୍ଡା, ବାନୀପାଲି, କୁଶଙ୍ଗ, ରତାଖଣ୍ଡି, କୁଶମେଲ ପଞ୍ଚାୟତ ଅଞ୍ଚଳରେ ବ୍ୟାପକ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ ତଦନ୍ତ କରି ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ସାଧାରଣରେ ଦାବି ହେଉଛି ।
Posted inଆମ ଜିଲା ଖବର, ବଲାଙ୍ଗୀର View All
ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ
ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…
ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ
ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…
ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ
ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ
ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…
ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…
ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…
ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍ ଶୋ’ରୁମ୍
ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…
ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

