ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା। ଏହାପରେ ହୋମ୍‌ କ୍ବାରାଣ୍ଟାଇନରେ ରହୁଥିବା ସମ୍ପୃକ୍ତ ଯୁବକଙ୍କୁ ତାଙ୍କ ଘରୁ ଅଣାଯାଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବଲାଙ୍ଗୀର କୋଭିଡ ହସ୍ପିଟାଲକୁ ପଠାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତ ଅଧୀନ ସମସ୍ତ ଗ୍ରାମକୁ ଶୁକ୍ରବାର ସକାଳ ୬ରୁ ଶନିବାର ସକାଳ ୬ଟା ପର୍ଯ୍ୟନ୍ତ ୨୪ ଘଣ୍ଟିଆ ଶଟ୍‌ଡାଉନ ଘୋଷଣା କରିଛନ୍ତି ସରପଞ୍ଚ।
ପ୍ରକାଶ ଯେ, ପିଜିଟିଭ ଚିହ୍ନଟ ସମ୍ପୃକ୍ତ ଯୁବକ ଗତ ମେ’ ୧୯ ତାରିଖରେ ତାମିଲନାଡୁର ତ୍ରିପୁରାରୁ ଫେରି ଯୋଗୀସର୍ଡା ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ। ଗତ ଜୁନ ୨ ତାରିଖରେ ସଙ୍ଗରୋଧ କେନ୍ଦ୍ରରୁ ଯାଇ ହୋମ୍‌ କ୍ବାରାଣ୍ଟାଇନରେ ରହୁଥିଲେ। ପୂର୍ବରୁ ଏହି ଅଞ୍ଚଳରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଏହି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri