Posted inଜାତୀୟ

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି ସିଧା ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସନି ଦେଓଲ, ତେଜସ୍ବୀ ସୂର୍ଯ୍ୟା, ଗୌତମ ଗମ୍ଭୀର, ସ୍ମୃତି ଇରାନୀ, ମିମି ଚକ୍ରବର୍ତ୍ତୀ, ରାମ୍ୟା ହରିଦାସ, ରବି କିଶନ, ହଂସରାଜ ହଂସ, ଲକେଟ ଚାଟାର୍ଜୀ, ସଂଘମିତ୍ରା ମୌର୍ଯ୍ୟ, ଚନ୍ଦ୍ରାଣୀ ମୁର୍ମୁ ପ୍ରମୁଖ। ଏହି ସ୍ପେଶାଲ ୧୧ ଏମ୍‌ପିଙ୍କୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେମାନଙ୍କ ମଧ୍ୟରୁ ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ ଏମ୍‌ପି। ତାଙ୍କ ବୟସ ୨୫ ବର୍ଷ ୧୧ ମାସ। ଓଡ଼ିଶାର କେନ୍ଦୁଝର ଲୋକ ସଭା ଆସନରୁ ସେ ବିଜେଡି ପ୍ରାର୍ଥୀ ଭାବେ ଭାଜପା ପ୍ରାର୍ଥୀ ଅନନ୍ତ ନାୟକଙ୍କୁ ପରାଜିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ବଡ଼ ଆରୋପ ଲଗାଇଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri