ଲୋକନାଥଙ୍କୁ ଲାଗି ହେଲା ମକର ଚୂଳ

ପୁରୀ ଅଫିସ, ୧୫ା୧: ଶ୍ରୀଜଗନ୍ନାଥ ମନ୍ଦିରର ନୀତି ସହିତ ଶ୍ରୀଲୋକନାଥ ମନ୍ଦିର ନୀତି ଜଡ଼ିତ ରହିଛି। ପ୍ରସିଦ୍ଧ ମକର ପର୍ବ ଅବସରରେ ଲୋକନାଥ ଶୈବପୀଠରେ ମକର ପର୍ବ ପାଳିତ ହୋଇଛି। ଧନୁ ସଂକ୍ରାନ୍ତି ଦିନ ମା’ ପାର୍ବତୀ ବାପଘରକୁ ଯାଇଥିଲେ। ମକର ସଂକ୍ରାନ୍ତିରେ ମହାଦେବଙ୍କ ପାଇଁ ଆଭୂଷଣ ଓ ବ୍ୟଞ୍ଜନ ଧରି ଫେରିଥିଲେ। ଏହି ପରମ୍ପରା ସ୍ବରୂପ ବାଲିସାହିସ୍ଥିତ ବରାହୀ ମନ୍ଦିରରୁ ୨ଟି ମକର ଚୂଳ ଓ ମୁଅଁା ଲୋକନାଥଙ୍କ ପାଖକୁ ଯାଇଥିଲା। ମଧ୍ୟାହ୍ନ ଧୂପ ଏବଂ ବଡ଼ସିଂହାର ବେଶରେ ଠାକୁରଙ୍କୁ ମକର ଚୂଳ ଲାଗି କରାଯାଇଥିଲା। ସେହିପରି ବରାହୀଙ୍କ ପୀଠରୁ ଯାଇଥିବା ମକର ମୁଅଁା ଲୋକନାଥଙ୍କ ନିକଟରେ ଭୋଗ ହୋଇଥିଲା। ପଡ଼ିଯାତ୍ରା ଯୋଗାଣିଆ ଏବଂ ମନ୍ଦିର ପୂଜକ, ପାଳିଆ, ଘଣ୍ଟୁଆ, କାହାଳିଆଙ୍କ ଦ୍ୱାରା ଏହି କାର୍ଯ୍ୟ ସମ୍ପାଦିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri