ଲୌହ ଗ୍ରହାଣୁ ପିଣ୍ଡର ମିଳିଲା ସନ୍ଧାନ: ବିକ୍ରି କଲେ ପୃଥିବୀର ପ୍ରତି ଲୋକଙ୍କୁ ମିଳିବ ୯ ହଜାର କୋଟିରୁ ଅଧିକ ଟଙ୍କା

ଓ୍ବାଶିଂଟନ,୭।୩: ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏକ ବୃହତ୍‌ ଲୌହ ଗ୍ରହାଣୁ ପିଣ୍ଡର ସନ୍ଧାନ କରାଯାଇଛି। ସମ୍ପୂର୍ଣ୍ଣ ଭାବେ ଲୁହାରେ ଭରପୁର ଥିବା ୧୬-ସାଇକି ନାମକ ଏହି ଗ୍ରହାଣୁ ପିଣ୍ଡ ମଙ୍ଗଳ ଏବଂ ବୃହସ୍ପତି ମଧ୍ୟରେ ଘୁରିବୁଲୁଛି। ଏଥିରେ ଥିବା ଲୁହାକୁ ବିକ୍ରି କରି ମିଳିଥିବା ଟଙ୍କାକୁ ଯଦି ପୃଥିବୀର ଲୋକଙ୍କ ମଧ୍ୟରେ ବାଣ୍ଟି ଦିଆଯାଏ ତେବେ ପ୍ରତି ଲୋକଙ୍କ ଭାଗରେ ୧ ବିଲିୟନ୍‌ ପାଉଣ୍ଡ ଅର୍ଥାତ୍‌ ୯୬୨୧ କୋଟି ଟଙ୍କା ପଡ଼ିବ ବୋଲି ଆକଳନ କରାଯାଇଛି। ଏଥିରେ ୮ ହଜାର କ୍ୱାଡ୍ରିଲିୟନ୍‌ ପାଉଣ୍ଡ ଦାମର ଲୌହ ଗଚ୍ଛିତ ରହିଛି। ଏହାର ମୋଟ ପାଉଣ୍ଡ ପରିମାଣ ହିସାବ କରିବା ପାଇଁ ୮ ହଜାର ପଛରେ ୧୫ଟି ଶୂନ ଲଗାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri