Posted inଜାତୀୟ

ଶକ୍ତି ପରୀକ୍ଷାରେ ୟେଦୁରପ୍ପା ପାସ୍‌: ଗୃହରେ ଭଏସ୍‌ ଭୋଟ୍‌; ବିରୋଧୀ ଦାବୀ କଲେ ନି ଭୋଟିଂ

ବେଙ୍ଗାଲୁର୍‌,୨୯।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି। ବାଚସ୍ପତି କେ. ଆର୍‌. ରମେଶ କୁମାରଙ୍କ ଦ୍ୱାରା ହୋଇଥିବା ଭଏସ୍‌ ଭୋଟ୍‌ରେ ୟେଦୁରପ୍ପା ପାସ୍‌ ହୋଇଛନ୍ତି। ତେବେ ବିରୋଧୀ ଦଳଙ୍କ ପକ୍ଷରୁ ଭୋଟିଂ ପାଇଁ ଦାବୀ କରାଯାଇ ନ ଥିତ୍ଲା। ଏବେ ୨୨୪ ଜଣିଆ କର୍ନାଟକ ବିଧାନସଭାର ସଦସ୍ୟ ସଂଖ୍ୟା ୨୦୭ ରହିଛି। ଜେଡିଏସ୍‌ ନୂଆ ସରକାରଙ୍କୁ ସହଯୋଗ କରିବ ବୋଲି ପୂର୍ବରୁ କହି ସାରିଥିଲା। ଅପରପକ୍ଷରେ ଭାଜପାର ସଦସ୍ୟ ସଂଖ୍ୟା ୧୦୫ ଥିବାବେଳେ ଦଳକୁ ନିର୍ଦ୍ଦଳୀୟ ବିଧାୟକଙ୍କ ସମର୍ଥନ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri