Posted inଜାତୀୟ

ଶଗଡ଼ରେ ପିଲାଙ୍କୁ ସ୍କୁଲ ପଠାଇଲେ ଅଭିଭାବକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଶ୍ରୀକାକୁଲମ୍‌,୧୭।୧୦: ଆନ୍ଧ୍ରପ୍ରଦେଶରେ ରାଜ୍ୟ ଆଞ୍ଚଳିକ ପରିବହନ ନିଗମ ପକ୍ଷରୁ ବସ୍‌ ସେବା ଶ୍ରୀକାକୁଲଏମ୍‌ ସ୍ଥିତ କୋମାରାଡ଼ା-କୁନେରା ରାଜ୍ୟ ରାଜପଥରେ ବନ୍ଦ କରିଦିଆଯାଇଛି। ଏହାକୁ ବିରୋଧ କରି କୋମାରାଡ଼ା ଗ୍ରାମବାସୀ ନିଜ ପିଲାଙ୍କୁ ସ୍କୁଲ ପଠାଇବା ଲାଗି ଶଗଡ଼ ଗାଡ଼ିର ବ୍ୟବହାର କରୁଛନ୍ତି। ସେମାନେ ଶଗଡ଼ ଭଡ଼ାରେ ଆଣି ପିଲାଙ୍କୁ ସ୍କୁଲ ନେବା ଆଣିବା କାର୍ଯ୍ୟରେ ଲଗାଇଛନ୍ତି। ଏହି ରାସ୍ତାର ଅବସ୍ଥା ଖରାପ ଥିବାରୁ ରାଜ୍ୟ ଆଞ୍ଚଳିକ ପରିବହନ ନିଗମ ପକ୍ଷରୁ ବସ୍‌ ସେବା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏନେଇ ଗ୍ରାମବାସୀ ସ୍ଥାନୀୟ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ଇତି ମଧ୍ୟରେ ଏକ ମାସ ବିତି ଯାଇଥିଲେ ବି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ସେମାନେ ଏଭଳି ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମବାସୀଙ୍କ ଏଭଳି ପଦକ୍ଷେପ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

TMC ଛାଡିବେ ରଚନା ବାନାର୍ଜୀ! ଦିଦିଙ୍କୁ ବଡ଼ ଝଟ୍‌କା

କୋଲକାତା,୧୨।୬: ଟିଏମସିରେ ଆରମ୍ଭ ହୋଇଥିବା ବିଭାଜନ ଏବେ ବିସ୍ଫୋରକ ରୂପ ନେଇଛି। ଦଳର ୨୦ ଜଣ ଏମ୍ପି ବିଦ୍ରୋହ ଘୋଷଣା କରିଥିବା କୁହାଯାଉଥିଲେ ହେଁ ଏବେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri