ଶଟର ଭାଙ୍ଗି ଗହଣା ଦୋକାନରେ ଚୋରି

ନୀଳଗିରି,୧୩।୭(ଡି.ଏନ.ଏ.): ନୀଳଗିରି ଥାନା ଅଧୀନ ସନ୍ତରାଗଡିଆ ବଜାରରେ ନ୍ୟୁ ନାରାୟଣ ଜୁଏଲାରି ଦୋକାନରୁ ଲୁଟ୍‌ ହୋଇଛି। ଶୁକ୍ରବାର ବିଳମ୍ବତି ରାତିରେ କେହି ଦୁର୍ବୃତ୍ତ ଶଟର ଭାଙ୍ଗି  ରୁପା ଅଳଙ୍କାର ସବୁ ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧୫ହଜାର ଟଙ୍କା। ସୂଚନାଯୋଗ୍ୟ, ମାଲିକ ଦିଗମ୍ବର ରଣା ଦୋକାନର ଉପର ମହଲାରେ ରହୁଥିବା ବେଳେ ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ ତାଙ୍କ ଦୋକାନରେ କେହି ଦୁର୍ବୃତ୍ତ ଚୋରି କରୁଥିବା ନେଇ ଦିଗମ୍ବର ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚିଲା ବେଳକୁ ଚୋର ଦୋକାନରୁ ଗହଣା ନେଇ ଫେରାର ହୋଇଯାଇଥିଲେ। ଏହାପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri