ଶଟ୍‌ଡାଉନ୍‌ ସମୟରେ ଚାଲିବ ବସ୍‌, ଅଟୋ,ଟ୍ୟାକ୍ସି

କଟକ ଅଫିସ,୪।୬- କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟର ୧୧ଟି ଜିଲାରେ ସବୁ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ବଲାଙ୍ଗୀର ଜିଲାରେ ସାଧାରଣ ଗତିବିଧିକୁ ନିଷିଦ୍ଧ କରାଯାଇଛି। ତେବେ ସଟ୍‌ଡାଉନ୍‌ ସମୟରେ ଉପରୋକ୍ତ ଜିଲା ଗୁଡିକରେ ବସ୍‌ ଚଳାଚଳ ସ୍ବାଭାବିକ ରହିବ। ଅଟୋ ଏବଂ ଟ୍ୟାକ୍ସିଂ କେବଳ ଏହି ସମୟରେ ବିମାନ, ରେଳ ଯୋଗେ ଫେରୁଥିବା ଯାତ୍ରୀଙ୍କୁ ନେବା ଆଣିବା ପାଇଁ ବ୍ୟବହାର କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ କୁହାଯାଇଛି। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଅନୁମତି ପ୍ରଦାନ କରାଯାଇଥିବା ଏସ୍‌ଟିଏ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?