Posted inରାଜ୍ୟ

ଶଟ୍‌ଡାଉନ୍‌ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଶଟ୍‌ଡାଉନ୍‌ ଘୋଷିତ ଉକ୍ତ ଜିଲାଗୁଡ଼ିକରେ ଶନିବାର ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିଛି। ରବିବାର ମଧ୍ୟ ଉକ୍ତ ଜିଲାଗୁଡିକରେ ଖାତା ମୂଲ୍ୟାୟନ ହେବ ନାହିଁ। ମାତ୍ର ଅନ୍ୟ ସବୁ ଜିଲାରେ ଶନିବାର ଓ ରବିବାର ଖାତା ମୂଲ୍ୟାୟନ ହେବ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶ ଯେ, କରୋନା ସଂକ୍ରମଣ ବଢ଼ୁଥିବାରୁ ୧୧ଟି ଜିଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍‌ ାନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଉକ୍ତ ଜିଲାଗୁଡିକ ହେଲା, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର ଓ ବାଲେଶ୍ୱର।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri