ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ପରଲୋକ

ଓଡ଼ଗାଁ,୧୯।୭(ସ୍ବ.ପ୍ର.)-ନୟାଗଡ଼ ଜିଲାର ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ଓଡ଼ଗାଁ ବ୍ଲକ ବଡପୁଟ ଗ୍ରାମସ୍ଥିତ ତାଙ୍କ ବାସଭବନରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୩ ବର୍ଷ ବୟସ ହୋଇଥିଲା। ସେ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନରେ ଯୋଗଦେଇ ୩ ମାସ କାରାବରଣ କରିଥିଲେ। ୧୯୮୧ରେ ନନ୍ଦିଘୋର ପଞ୍ଚାୟତ ଅନ୍ତର୍ଗତ ଆରଡା ଆର୍ଯ୍ୟ ସମାଜର ସେ ପ୍ରତିଷ୍ଠାତା ସଦସ୍ୟ ରହିଥିବା ବେଳେ ଅନ୍ଧ ବିଶ୍ୱାସ ବିରୋଧରେ ଲୋକଙ୍କୁ ବୁଝାଉଥିଲେ ା ସଂଗ୍ରାମୀ ବୀରଭଦ୍ରଙ୍କ ଶେଷ ଇଚ୍ଛା ଅନୁସାରେ ନିଜ ଗ୍ରାମ ବଡପୁଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ା ଜ୍ୟେଷ୍ଠ ପୁତ୍ର ଜଗଦୀଶ ଚନ୍ଦ୍ର ମୁଖାଗ୍ନି ଦେଇଥିଲେ ା ତାଙ୍କ ପରଲୋକରେ ନୟାଗଡ଼ ଜିଲା ଆଯର୍‌ୟ ସମାଜର ସଦସ୍ୟଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri