Posted inଜାତୀୟ

ଶପଥ ନେଲେ କେରଳ ରାଜ୍ୟପାଳ

ଥିରୁଭାନନ୍ଥପୁରମ୍‌, ୭ା୯(ପି.ଟି.) : କେରଳର ରାଜ୍ୟପାଳ ଭାବେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଆରିଫ୍‌ ମହମ୍ମଦ ଖାନ୍‌ ଶପଥ ଗ୍ରହଣ କରିଛନ୍ତି। ରାଜଭବନଠାରେ ନୂତନ ରାଜ୍ୟପାଳଙ୍କୁ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହୃଷୀକେଶ ରାୟ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେପ୍ଟେମ୍ବର ପହିଲାରୁ ଖାନ୍‌ଙ୍କୁ କେରଳର ୨୨ତମ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ଖାନ୍‌ ମାଲୟାଲମ୍‌ ଭାଷାରେ ଶପଥ ନେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ, ବିରୋଧୀ ଦଳ ନେତା ରମେଣ ଚେନ୍ନିଥାଲା ଓ ବିଭିନ୍ନ ବରିଷ୍ଠ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଖାନ୍‌ଙ୍କ ସ୍ତ୍ରୀ ରେଶ୍‌ମା ଆରିଫ୍‌ ମଧ୍ୟ ଏହି ଅବସରରେ ସେଠାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri