Posted inଖେଳ

ଶରନ-ଏର୍ଲିଚଙ୍କ ବିଦାୟ

ଲସ୍‌ କାବୋସ(ମେକ୍ସିକୋ),୩।୮(ପି.ଟି.)- ଭାରତର ଡିଭିଜ ଶରନ ଓ ତାଙ୍କ ସାଥୀ ଜୋନାଥନ ଏର୍ଲିଚ ଏଠାରେ ଚାଲିଥିବା ଏଟିପି ୨୫୦ ଲସ୍‌ କାବୋସ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶରନ ଓ ଏର୍ଲିଚ ୨-୬, ୬-୩, ୩-୧୦ ସେଟ୍‌ରେ ଡୋମିନିକ ଇଙ୍ଗଲଟ ଓ ଅଷ୍ଟିନ କ୍ରାଜିକଙ୍କଠାରୁ ପରାଜୟବରଣ କରିଛନ୍ତି। ଏହି ମ୍ୟାଚ୍‌ରେ ଇଣ୍ଡୋ-ଇସ୍ରାଏଲ ଖେଳାଳି ଏକଘଣ୍ଟା ୨୦ ମିନିଟ୍‌ ଧରି ସଂଘର୍ଷ କରିବା ସତ୍ତ୍ୱେ ପରାସ୍ତ ହୋଇଥିଲେ। ପ୍ରଥମ ସେଟ୍‌ ହାରିବା ପରେ ଅଣସିଡ୍‌ ଶରନ ଓ ଏର୍ଲିଚ ଦ୍ୱିତୀୟ ସେଟ୍‌ ମ୍ୟାଚ୍‌କୁ ଫେରିଥିଲେ। ଏହାପରେ ଟପ୍‌ ସିଡ୍‌ ବ୍ରିଟିଶ-ଆମେରିକା ଯୋଡ଼ି ସୁପର ଟାଇବ୍ରେକରକୁ ସହଜରେ ଜିତିବା ସହ ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri