ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ ଗ୍ରୀନ ଟି

ଗ୍ରୀନ ଟି ସ୍ବାସ୍ଥ୍ୟପକ୍ଷେ ଅଧିକ ଲାଭଦାୟକ । ଏହା ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ। ତ୍ୱଚା ସମସ୍ୟ ଯାଥା କଳା ଦାଗ, ଚର୍ମକୁଞ୍ଚନରୁ ଏହା ମୁକ୍ତି ଦେଇଥାଏ। ଏଥିରେ ଥିବା ଆଣ୍ଟି ଅକ୍ସିଡେଣ୍ଟର ଗୁଣ ଆଖିତଳୁ କଳାଦାଗ ଦୂର କରିଥାଏ। ତେବେ ସହଜ ଉପୟରେ ଘରେ ମଧ୍ୟ ଆପଣ ଏହାର ଫେସ୍‌ପ୍ୟାକ୍‌ ପ୍ରସ୍ତୁତ କରିପାରିବେ।
ଭିନ୍ନ ଭିନ୍ନ ତ୍ୱଚାପାଇଁ ଏହାର ପ୍ରସ୍ତୁତି ପ୍ରଣାଳୀ ଭିନ୍ନ ହୋଇଥିବାବେଳ ଆବଶ୍ୟକ ସାମଗ୍ରୀ ମଧ୍ୟ ଭିନ୍ନ ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ।

ସାଧାରଣ ତ୍ୱଚା ପାଇଁ
ଅଳ୍ପ ହଳଦୀ, ଏକ ଚାମଚ ଗ୍ରୀନ ଟି’ ଏବଂ ଏକ ଚାମଚ ବେସନ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ । ମୁହଁକୁ ଭଲଭାବରେ ଧୋଇବା ପରେ ଏହି ପେଷ୍ଟ ଲଗାନ୍ତୁ। ୨୦ ମିନିଟ ଲଗାଇବା ପରେ ଗୋଲାପ ଜଳରେ ତୁଳା ବୁଡାଇ ସୁଖି ଯାଇଥିବା ମୁହଁକୁ ଓଦା କରାନ୍ତୁ। ପରେ ଦୁଇ ହାତରେ ମସାଜ କଲାପରି ମୁହଁକୁ ଘସି ଘସି ତାହାକୁ ଛଡାନ୍ତୁ । ଏହା ମୁହଁରୁ କଳାଦାଗ ଛଡାଇବା ସହିତ ବ୍ରଣ ମଧ୍ୟ ଦୂର କରିଥାଏ।

ମିଶ୍ରଣ ସ୍କିନ୍‌ ପାଇଁ: ଅଧ ଚାମଚ ମହୁ, ଏକ ଚାମଚ ଗ୍ରୀନ ଟି, ଏକଚାମଚ କମଳା ଚୋପା ଗୁଣ୍ଡକୁ ଗୋଲାପ ଜଳରେ ମିଶାଇ ଲଗାନ୍ତୁ। ପରେ ଶୁଖିଗଲାପରେ ହାତରେ ଘଷି ଛଡ଼ାନ୍ତୁ।

ଶୁଷ୍ମ ତ୍ୱଚା : ଯଦି ଆପଣଙ୍କ ତ୍ୱଚା ଶୁଷ୍କ ହୋଇଥାଏ ତେବେ ଏହି ଉପାୟ ଆପଣାନ୍ତୁ। ୨ଚାମଚ ମହୁରେ ୧ ଚାମଚ ଗ୍ରୀନ ଟି ମିଶାଇ ପେଷ୍ଟ ପ୍ରସ୍ତୁତ କରି ସପ୍ତାହରେ ୨ ଥର ଏହାକୁ ଲଗାନ୍ତୁ। ଏହା ଆପଣଙ୍କ ତ୍ୱଚାକୁ ନରମ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri