ଶର୍ଟସର୍କିଟରୁ ଜଳିଗଲା କୁକୁଡ଼ା ଫାର୍ମ, ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଉଳକଣି ପଞ୍ଚାୟତର ଛପାଲି-ବଡ଼ତୋଟା ଗ୍ରାମର ଏକ କୁକୁଡ଼ା ଫାର୍ମରେ ସୋମବାର ସକାଳେ ଶର୍ଟସର୍କିଟି ଯୋଗୁ ନିଆଁ ଲାଗି ୫ ଲକ୍ଷ ଟଙ୍କାର ସମ୍ପତ୍ତି ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ୪ ହଜାର ୮୦୦ କୁକୁଡ଼ା ଚିଆଁ ଜଳିଯାଇଛନ୍ତି। ପ୍ରାୟ ୧୦ରୁ ୧୫ କ୍ୱିଣ୍ଟାଲ କୁକୁଡ଼ା ଖାଦ୍ୟ, ଔଷଧ ଏବଂ ଘର ଜଳିଯାଇଛି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ କର୍ମଚାରୀ ପହଞ୍ଚିଲା ବେଳକୁ ସବୁ ଜଳି ପାଉଁଶ ହୋଇଯାଇଛି। ଶେଖ୍‌ ଜଲିମ୍‌, ଶେଖ ଶାଜିଦ୍‌ କୁକୁଡ଼ା ଫାର୍ମ କରି ପରିବାର ପ୍ରତିପୋଷଣ କରୁଥିଲେ। ଅଗ୍ନିବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri