ଶହୀଦ ଯବାନଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ଚିତ୍ରଡ଼ା,୨୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଆଞ୍ଚଳିକ ମହାବିଦ୍ୟାଳୟରେ ପୂର୍ବ ଲଦାଖର ଗଲୱାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ସହ ଲଢ଼େଇରେ ଶହୀଦ ହୋଇଥିତ୍ବା ୨୦ ଭାରତୀୟ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋମବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ସାମଲଙ୍କ ପୌରହିତ୍ୟରେ ସାମାଜିକ ଦୂରତ୍ୱ ରକ୍ଷାକରି ଏହି ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ଶହୀଦଙ୍କ ବଳିଦାନର ସ୍ମୃତିଚାରଣ କରାଯିବା ସହିତ ସେମାନଙ୍କ ପରିବାରବର୍ଗଙ୍କୁ ଅସୀମ ଧୈଯ୍ୟ ଓ ଶକ୍ତି ପ୍ରଦାନ କରିବା ନିମନ୍ତେ ଈଶ୍ୱରଙ୍କ ନିକଟରେ ନୀରବ ପ୍ରାର୍ଥନା କରାଯାଇଥିଲା। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଏବଂ ସମସ୍ତ ଅଣଶିକ୍ଷକ କର୍ମଚାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri