ଶହୀଦ ସେନାଙ୍କ ସମ୍ମାନରେ ୪ ଦିନ ଅର୍ଦ୍ଧନମିତ ରହିବ ଆମେରିକାର ଜାତୀୟ ପତାକା

ୱାଶିଂଟନ,୨୭ ।୮: କାବୁଲରେ ହୋଇଥିବା ବୋମା ବିସ୍ଫୋରଣରେ ୧୩ ଆମେରିକୀୟ ଯବାନ ଶହୀଦ ହେବା ପରେ ସେଠାରେ ଆମେରିକା ପୁଣିଥରେ ସକ୍ରିୟ ହୋଇ ଉଠିଛି । ରାଷ୍ଟ୍ରପତି ଜୋ ବାଇଡେନ ଏହି ଘଟଣାକୁ ନେଇ କହିଛନ୍ତି, ଆମେ କେବେହେଲେ ଆପଣଙ୍କୁ କ୍ଷମା କରିବୁ ନାହିଁ । ଏବେ ଆମର ମିଶନ ପୂର୍ଣ୍ଣ ହୋଇନାହିଁ । ଗୁରୁବାର ହ୍ୱାଇଟ ହାଉସରେ ଖବରଦାତାଙ୍କୁ ବାଇଡେନ କହିଛନ୍ତି ଆମେରିକାକୁ କ୍ଷତି ପହଞ୍ଚାଉଥିବା ବ୍ୟକ୍ତି ବା ସଙ୍ଗଠନକୁ କେବେହେଲେ ଆମେରିକା ଛାଡିବ ନାହିଁ । ସୂଚନାଯୋଗ୍ୟ, ଉକ୍ତ ବିସ୍ଫୋରଣରେ ୧୩ ଆମେରିକୀୟ ସେନାଙ୍କର ମୃତ୍ୟୁ ହୋଇଥିବାରୁ ଦେଶର ଜାତୀୟ ପତାକାକୁ ୪ ଦିନ ପାଇଁ ଅର୍ଥାତ୍ ଅଗଷ୍ଟ ୩୦ ପର୍ଯ୍ୟନ୍ତ ଅର୍ଦ୍ଧନମିତ ରଖାଯିବ ବୋଲି ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri