ଶହୀଦଙ୍କ ପରିବାରକୁ ମିଳିଲା ସହାୟତା

ଭୁବନେଶ୍ୱର,୨।୭(ବ୍ୟୁରୋ)
ଶହୀଦ ମନୋଜ କୁମାର ବେହେରା ଏବଂ ପ୍ରସନ୍ନ କୁମାର ସାହୁଙ୍କ ପରିବାରକୁ ସୋମବାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଆର୍ଥିକ ସହାୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ପରିମାଣର ଚେକ୍‌ ଦୁଇ ଶହୀଦଙ୍କ ପରିବାରକୁ ପ୍ରଦାନ କରିଛନ୍ତି। ଖରିଆର ରୋଡ ବରିଷ୍ଠ ନାଗରିକ ସଂଘ ଏବଂ ମୁମ୍ବାଇ ରୋଟାରୀ କ୍ଲବ ପକ୍ଷରୁ ସହାୟତା ମିଳିଛି। ଏହାସହ ନୂଆପଡା ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ମଧ୍ୟ ଏହି ଦୁଇ ଶହୀଦଙ୍କ ପରିବାରକୁ ସହାୟତା ପ୍ରଦାନ କରିଛନ୍ତି। ଅନ୍ୟପଟେ ଶହୀଦଙ୍କୁ ସହାୟତା ଦେଇଥିବା ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri