Posted inଜାତୀୟ

ଶହୀଦଙ୍କ ପୁଅକୁ କୋଳରେ ଧରି କୋହ ସମ୍ଭାଳି ପାରିଲେନି ଏସ୍‌ଏସ୍‌ପି

ଶ୍ରୀନଗର,୧୮।୬: ସୋସିଆଲ ମିଡିଆରେ ଏବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ପୋଲିସ ଅଧିକାରି ଅନ୍ୟଜଣେ ଶହୀଦ ପୋଲିସ ଅଧିକାରୀଙ୍କ ୪ ବର୍ଷର ପୁଅକୁ କୋଳରେ ଧରି କାନ୍ଦୁଥିବା ଦେଖିବାକୁ ମିଳିଛି। ଏହି ଫଟୋଟି ସମସ୍ତଙ୍କ ମନକୁ ଆନ୍ଦୋଳିତ କରିଛି। ଫଟୋଟି ସେମାବାର ଶ୍ରୀନଗରରେ ଥିବା ଜିଲା ପୋଲିସ ଲାଇନ୍‌ର। ଶହୀଦ ପୋଲିସ ଅଧିକାରୀ ଅରଶଦ ଖାଁଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସମୟର। ଯେଉଁ ସମୟରେ ଏସ୍‌ଏସ୍‌ପି ହସିବ ଗୁଲମ ଶହୀଦ ପୋଲିସ ଅଧିକାରୀ ଅରଶଦଙ୍କ ୪ ବର୍ଷର ପୁଅ ଉହବାନଙ୍କୁ କୋଳରେ ଧରି କାନ୍ଦି ପକାଇଥିଲେ। ସୂଚନାଯୋଗ୍ୟ, ରବିବାର ଅରଶଦଙ୍କର ଏମ୍ସରେ ମୃତ୍ୟୁ ହୋଇଯିବା ପରେ ତାଙ୍କୁ ସୋମବାର ଶ୍ରଦ୍ଧାଞ୍ଜଳି ଦିଆଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଘଣ୍ଟାରେ ୩ ଛାତ୍ରୀଛାତ୍ରଙ୍କ ଜୀବନ ଗଲା, ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ ଆଣି…

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ରବିବାର ଅପରାହ୍ନ ୫ ଟା ରୁ ସୋମବାର ଭୋର୍‌ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୩ ଛାତ୍ରୀଛାତ୍ରଙ୍କ…

୧୦ରୁ ୨୦ ବର୍ଷ ଧରି ପଡ଼ିରହିଛି ୨୭ ବିଭାଗର ଇଣ୍ଟରନାଲ ଅଡିଟ୍‌, ଅନ୍ଧାରରେ ସରକାରଙ୍କ…

ଭୁବନେଶ୍ୱର,୨୦ା୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ତାଙ୍କର ୨୭ଟି ବିଭାଗରେ ବହୁ ହଜାର କୋଟି ଟଙ୍କାର ଆର୍ଥିକ ହେର୍‌ଫେର୍‌ ହୋଇଥିବା ତଥ୍ୟ ପ୍ରକାଶ କରିଛନ୍ତି। ଗତ ୨୬ ମାର୍ଚ୍ଚରେ…

ଧାନକିଣାରୁ ବାଦ୍ ପଡିଛନ୍ତି ୧୫୮ ଚାଷୀ, ଜାତୀୟ ରାଜପଥ ଅବରୋଧ କରି ପ୍ରତିବାଦ…

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ): ୨୦୨୫-୨୬ ଖରିଫ ଧାନ କ୍ରୟରୁ ବଲାଙ୍ଗୀର ଜିଲାର ୧୫୮ ଜଣ ଚାଷୀ ବାଦ୍ ପଡିଛନ୍ତି । ଏହାର ପ୍ରତିବାଦରେ ସୋମବାର ବଲାଙ୍ଗୀର ଜିଲା ମିଳିତ…

୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ…

ଆଜି ଅଖିମୁଠି ଅନୁକୂଳ, ଚାଷୀଙ୍କ ଉତ୍ସାହ ନାହିଁ

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ସୋମବାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଚାଷୀମାନେ ଚାଷ ପାଇଁ ପାଗ ଭିଡ଼ିବେ। କେବଳ ସେତିକି ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ଜିଲାପାଳଙ୍କଠୁ ଜନ…

ଚାଷୀଙ୍କ ପାଇଁ ବଡ଼ ଖୁସି ଖବର : ମିଳିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ବର,୨୦ା୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ । ଅନ୍ୟପକ୍ଷେ ଆଜି କଟକରେ ପାଳିତ…

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ…

ଓଲଟିଲା ଯାତ୍ରୀବାହୀ ବସ, ୧୫ ମୃତ

ଉଧମପୁର,୨୦।୪: ଜମ୍ମୁ କଶ୍ମୀରର ଉଧମପୁରରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଉଧମପୁର ରାମନଗରର କାଗୋଟ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି ଏବଂ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri