Posted inଜାତୀୟ

‘ଶାନ୍ତିପୂର୍ଣ୍ଣ ପ୍ରତିବାଦ ସମସ୍ତଙ୍କ ଅଧିକାର’

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ସିଏଏକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବାବେଳେ ଗଣତନ୍ତ୍ରରେ ପ୍ରତିବାଦ କରିବା ଅଧିକାର ସମସ୍ତଙ୍କର ରହିଛି ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ତେବେ ଏହା ଶାନ୍ତିପୂର୍ଣ୍ଣ ଭାବେ ହେବା ଆବଶ୍ୟକ ବୋଲି ସେ କହିଛନ୍ତି। କୌଣସି ପ୍ରସଙ୍ଗ ଉପରେ ଆଲୋଚନା ବା ପ୍ରତିବାଦ କଲାବେଳେ ତାହାକୁ ଜାତି ଓ ଧର୍ମର ରଙ୍ଗ ଦିଆଯିବା ଉଚିତ ନୁହେଁ। ଜନସାଧାରଣ ଓ ରାଜନୈତିକ ଦଳମାନଙ୍କୁ ଆହ୍ବାନ ଦେଇ ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ସାମ୍ବିଧାନିକ ପଦ୍ଧତି ଓ ହିଂସା ଏକସଙ୍ଗେ ଚାଲିପାରିବ ନାହିଁ ବୋଲି ସେ କହିଛନ୍ତି। ପୂର୍ବତନ ଭାଜପା ନେତା ଅରୁଣ ଜେଟ୍‌ଲୀଙ୍କ ଏକ ପୁସ୍ତକ ଉନ୍ମୋଚନ ଉତ୍ସବରେ ଯୋଗଦେଇ ଭେଙ୍କାୟା କହିଥିଲେ ଏହା ଯୁବପିଢ଼ି ଓ ସାଧାରଣ ଜୀବନ ସହ ଯୋଡ଼ିହେବାକୁ ଚାହୁଁଥିବା ଲୋକଙ୍କ ପାଇଁ ଏହା ଉଦ୍ଦିଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri