ଶାନ୍ତିଶୃଙ୍ଖଳାରେ ଶେଷ ହେଲା ସାନି ମତଦାନ

ରତ୍ନଗିରି,୧୯ା୫(ଡି.ଏନ.ଏ.)- ବରୀ ନିର୍ବାଚନମଣ୍ଡଳୀର ବୁଥ୍‌ ନଂ. ୮୨, ୧୫୮, ୧୬୨, ୧୬୩ ଓ ୧୯୪ରେ ରବିବାର ଶାନ୍ତିଶୃଙ୍ଖଳା ମଧ୍ୟରେ ସାନି ମତଦାନ ଶେଷ ହୋଇଛି। ୧୯୪ ନଂ. ବୁଥରେ ମଧ୍ୟାହ୍ନ ସମୟରେ ଇଭିଏମ ମେଶିନ ଏକ ଘଣ୍ଟା ଅଚଳ ହୋଇଯାଇଥିଲା। ଫଳରେ ଧାଡିରେ ଠିଆ ହୋଇଥିବା ଭୋଟର ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିଶେଷକରି ସରକାରଙ୍କ ନିୟମ ମୁତାବକ ବୁଥ୍‌କୁ ଆସିଥିବା ଭୋଟରଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା କରାଯିବା କଥା। କିନ୍ତୁ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାନୀୟ ଜଳ ସମସ୍ୟା ସୃଷ୍ଟି ହୋଇଥିବା ଜଣାପଡ଼ିଛି। ପ୍ରଶାସନିକ ଅଧିକାରୀଙ୍କ ଅପେକ୍ଷା ସାମାଜିକ କର୍ମୀମାନେ ମତଦାତାଙ୍କୁ ଭୋଟଗ୍ରହଣ କେନ୍ଦ୍ରକୁ ଆଣିବାରେ ସହଯୋଗ କରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

କୋଟିଆରେ ଓଡ଼ିଶା ପ୍ରଶାସନର ତତ୍ପରତା, ସୀମାନ୍ତର ୩ ସ୍ଥାନରେ ପୋଲିସ ପୋଷ୍ଟ ସ୍ଥାପନ

ପଟ୍ଟାଙ୍ଗି,୨୫।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ତପ୍ତତରତା ଦେଖାଇଛି ଜିଲା ପ୍ରଶାସନ । ପଡୋଶୀ ଆନ୍ଧ୍ର ରାଜ୍ୟର ସମିତି…

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?