ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ୮୫ ବର୍ଷ ବୟସରେ ରବିବାର ପରଲୋକ ଘଟିଛି । ଅସୁସ୍ଥତା ଯୋଗୁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିବା ସୁନନ୍ଦା କୋଲକାତାର ଏକ ଘରୋଇ ହସ୍ପିଟାଲରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ପ୍ରଖ୍ୟାତ କବି ବୈକୁଣ୍ଠ ନାଥ ପଟ୍ଟନାୟକଙ୍କ ଝିଅ ସୁନନ୍ଦା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ  ସହ ଅନେକ ଜାତୀୟ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ସୁନନ୍ଦାଙ୍କ କାଳଜୟୀ ଗୀତ ‘ଜୀବନ ପାତ୍ର ମୋ ଭରିଛ କେତେ ମତେ ….’ ଏହାଛଡ଼ା ତାଙ୍କ ଜୀବନୀ ଉପରେ ନିର୍ମିତ ପ୍ରାମାଣିକ ଚଳଚ୍ଚିତ୍ର  ‘ନୀଳମାଧବ’  ଜାତୀୟସ୍ତରରେ ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ବର୍ଗରେ ପୁରସ୍କୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri