ଶାହଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଉ: ଦାବି କଲା ଅନ୍ତର୍ଜାତୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ

ଓ୍ବାଶିଂଟନ,୧୦।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଉ ବୋଲି ଆମେରିକା ଅନ୍ତର୍ଜାତୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ ପକ୍ଷରୁ ଦାବି ହୋଇଛି। ନାଗରିକ ସଂଶୋଧନ ବିଲ୍‌ ନେଇ ଆୟୋଗ ପକ୍ଷରୁ ଏଭଳି କୁହାଯାଇଛି। ଏହି ବିଲ୍‌ ଦ୍ୱାରା ଭବିଷ୍ୟତରେ ବହୁ ସଙ୍କଟ ସୃଷ୍ଟି ହେବ ବୋଲି ଆୟୋଗ କହିଛି। ଲୋକ ସଭାରେ ବିଲ୍‌ ଗୃହୀତ ହୋଇଥିବାରୁ ଆୟୋଗ ପକ୍ଷରୁ ଚିନ୍ତା ପ୍ରକଟ କରାଯିବା ସହିତ ଏହାକୁ ସମର୍ଥନ କରୁଥିବା ପ୍ରମୁଖ ନେତାଙ୍କ ଉପରେ ପ୍ରତିବନ୍ଧ ଲଗାଇବା ପାଇଁ ଆମେରିକା ବିଚାର କରିବା ଆବଶ୍ୟକ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri